ବଡ଼ଦାଣ୍ଡରେ ରଥକାଠ ଅନୁକୂଳ, ମହାପ୍ରଭୁଙ୍କ ରଥ ନିର୍ମାଣର ପ୍ରଥମ ପରମ୍ପରା

ପୁରୀ, ଫେବ୍ରୁଆରୀ ୧୦(ଲୋକାଲ ୱାୟାର): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରବିବାର ଶ୍ରୀପଞ୍ଚମୀ ଅବସରରେ ବଡ଼ଦାଣ୍ଡରେ ରଥ ନିର୍ମାଣର ପ୍ରଥମ ପରମ୍ପରା ସ୍ୱରୂପ ରଥକାଠ ଅନୁକୂଳ ପୂଜା ଅନୁଷ୍ଠିତ ହୋଇଥିବା ଶ୍ରୀମନ୍ଦିର ପ୍ରଶାସନର ଜଣେ ଅଧିକାରୀ କହିଛନ୍ତି । ବଡ଼ଦାଣ୍ଡସ୍ଥିତ ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖ ରଥଖଳାରେ ୩ଖଣ୍ଡ ଧଉରା କାଠର ପୂଜାର୍ଚ୍ଚନା ହୋଇଥିଲା ।…

ସଂସ୍କୃତି ବିଶ୍ୱବିଦ୍ୟାଳୟରେ ଏକ ‘ଜୟୀ ରାଜଗୁରୁ ଚେୟାର’ ପ୍ରତିଷ୍ଠା ହେଉ (ବିଚାର)

ଅନୁଗୁଳସ୍ଥିତ ଆଇଆଇଟି ପରିସରରେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ପାଇକ ବିଦ୍ରୋହ ବିଷୟରେ ଗଭୀର ଭାବେ ଗବେଷଣାକରିବା ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟରେ ବକ୍ସି ଜଗବନ୍ଧୁଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରିବା ଏକ ଅତ୍ୟନ୍ତ ସ୍ୱାଗତ ଯୋଗ୍ୟ ପଦକ୍ଷେପ । ସେଥିପାଇଁ ଆଜି ଓଡିଶା ଗର୍ବିତ । ଏହାଦ୍ୱାରା ଆମର ବୀରତ୍ୱର କାହିଣୀ…

ସାମ୍ବାଦିକ ଶାନ୍ତନୁ ବିଶ୍ଵାଳଙ୍କ ବିୟୋଗରେ ଆମେ ମର୍ମାହତ

ଲୋକପ୍ରିୟ ସାମ୍ବାଦିକ ଶାନ୍ତନୁ ବିଶ୍ଵାଳଙ୍କ ବିୟୋଗରେ ଓଡିଶା ଡଟ କମ ପରିବାର ମର୍ମାହତ । ଛାତ୍ର ରାଜନୀତି ପରେ ସାମ୍ବାଦିକତାକୁ ଆଦରିନେଇ ଥିବା ବିଶ୍ଵାଳ ଅନେକ ଦଶନ୍ଧି ଧରି ନିର୍ଭୀକତାର ସହ ପଶ୍ଚିମ ଓଡିଶାର ବିଭିନ୍ନ ଘଟଣାବଳୀ ସମ୍ପର୍କରେ ଲେଖି ଆସୁଥିଲେ ଓ ଅନେକ ଯୁବ ସାମ୍ବାଦିକଙ୍କ ପାଇଁ ପ୍ରେରଣାର ଉତ୍ସ ରହିଥିଲେ।  ଓଡିଶା ଡଟ…

ମହାନ ଜନନାୟକଙ୍କ ହୃଦୟରେ ଓଡିଶା

କେନ୍ଦ୍ରାପଡା ଜିଲ୍ଲାର କେଉଁ ଏକ ଅଜଣା ପଲ୍ଲୀ ଘିଗିଡିଆ । ଅଗଷ୍ଟ ୧୬ ତାରିଖ ସଂଧ୍ୟା ୫ ଘଟିକା ୩୫ ମିନିଟ ସମୟରେ ଆମେ ସେହି ଗାଁରେ ପହଁଚି ଥାଉ, ସେଠାରେ ଦେଖିଲୁ ଅଜବ ଦୃଶ୍ୟ । ଗାଁ ରୁ ସହରକୁ ସଂଯୋଗ କରୁଥିବା ସଡକ ଉପରେ ବସି ରହିଛନ୍ତି ପ୍ରାୟ କୋଡିଏରୁ ଉଦ୍ଧ୍ୱର୍ ବ୍ୟକ୍ତି…

କିଟ୍ ପ୍ରିମିୟର ଲିଗ୍: ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଚାମ୍ପିୟନ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା ଭୁବନେଶ୍ୱର, ମାର୍ଚ୍ଚ ୩(ଓଡ଼ିଶା ଡ଼ଟ୍ କମ୍) କିଟ୍ ପ୍ରିମିୟର ଲିଗ୍ (କେପିଏଲ୍) ସର୍ବଭାରତୀୟ ବିଶ୍ୱ ବ୍ୟିାଳୟସ୍ତରୀୟ ଦିବାରାତ୍ର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ୫ମ ସଂସ୍କରଣର ଫାଇନାଲରେ ଶନିବାର ଦିଲ୍ଲୀ ବିଶ୍ୱ ବିଦ୍ୟାଳୟ ଚାମ୍ପିୟନ ହୋଇଛି । ଉ୍ୟାପନୀ ଫାଇନାଲ୍ରେ ଗ୍ରୁପ୍ ଏ’ର ଏସ୍ଆର୍ଏମ୍ ଓ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ମୁକାବିଲା ହୋଇଥିଲା…

ଆମେରିକାର ମଧ୍ୟ ଇଣ୍ଡିଆନାରେ ଉତ୍ସାହ ଉଦ୍ଦୀପନା ସହ ରଥଯାତ୍ରା ପାଳନ

ଆମେରିକାର ମଧ୍ୟ ଇଣ୍ଡିଆନାଠାରେ ଅବସ୍ଥିତ ହିନ୍ଦୁ ମନ୍ଦିରରେ ଉତ୍ସାହ ଉଦ୍ଦୀପନା ସହ ରଥଯାତ୍ରା ଜୁଲାଇ ୧୪ ତାରିଖରେ ପାଳିତ ହୋଇଯାଇଛି । ଚଳିତ ବର୍ଷକୁ ମିଶାଇ ଆମେରିକାର ଜଗନ୍ନାଥ ଆସୋସିଏସନ ଅଫ ଇଣ୍ଡିଆନା (ଜୟ ) ଆନୁକୁଲ୍ୟରେ ଇଣ୍ଡିଆନାରେ ବସବାସ କରୁଥିବା ଓଡ଼ିଆ ପରିବାରମାନଙ୍କ ଦ୍ଵାରା ଏହା ହେଉଛି ଚତୁର୍ଥ ରଥ ଯାତ୍ରାର ଆୟୋଜନ ।…

ରଥଯାତ୍ରା ସମ୍ପର୍କରେ କେତୋଟି ଅନାଲୋଚିତ ତଥ୍ୟ

କେଦାର ମିଶ୍ର ରଥଯାତ୍ରା ସହିତ ଓଡିଶାର ଜନଜୀବନ ଓ ସାଂସ୍କୃତିକ ଭାବ ପ୍ରବଣତାର ଏକ ଦୀର୍ଘକାଲୀନ ଇତିହାସ ରହିଛି । କେବଳ ଧାର୍ମିକ ବା ସାଂସ୍କୃତିକ ଜୀବନବୋଧ ନୁହଁ, ବରଂ ଓଡିଶାର ରାଜନୀତି ଓ ଅର୍ଥନୀତି ସହ ରଥଯାତ୍ରା ର ନିବିଡ ସମ୍ପର୍କ ରହିଛି। ଅର୍ଥନୈତିକ ଭାବରେ ଏହା ସାମନ୍ତବାଦ କବଳିତ ଓଡିଶାର ସବୁଠୁ ଅଧିକ…

ବାହାରିନରେ ଓଡିଆ ସମାଜ ଦ୍ୱାରା ରଥ ଯାତ୍ରାର ଆୟୋଜନ

ବାହାରିନ (ଓଡିଶା ଡଟ କମ) ବାହାରିନରେ ରହୁଥିବା ପ୍ରବାସୀ ଓଡିଆ ପରିବାର ଇସ୍କନ ସହ ମିଶି ବାହାରିନରେ ଆସନ୍ତା ଜୁଲାଇ ୧୪ରୁ ଚାରି ଦିନ ବ୍ୟାପୀ ଆୟୋଜନ କରୁଛନ୍ତି ରଥ ଯାତ୍ରା । ବାହାରିନ ଓଡିଆ ସମାଜର ମହେଶ ପ୍ରସାଦ ଦାଶ ଓଡିଶା ଡଟ କମକୁ ଏହା ଜଣାଇ ଛନ୍ତି। ଓଡିଶା ଡଟ କମ

ରଥଯାତ୍ରା ଅବସରରେ ହିନ୍ଦୀ ଭାଷାରେ ‘ଶ୍ରୀ ଜଗନ୍ନାଥ କଥା’ ଶୀର୍ଷକ ୱେବ ସିରିଜ

ଭୁବନେଶ୍ୱର, ୩।୭।୨୦୧୮: ପବିତ୍ର ରଥଯାତ୍ରା ଅବସରରେ ପୃଥିବୀର ବିଭିନ୍ନ କୋଣରୁ ହଜାର ହଜାର ଭକ୍ତ ଓ ପର୍ୟ୍ୟଟକ ପ୍ରତିବର୍ଷ ପୁରୀ ଆସିଥା’ନ୍ତି। ତେବେ ଅନେକ ଭକ୍ତ ପୁରୀ ଆସି ନ ପାରିଲେ ବିଭିନ୍ନ ଇଲେକ୍ଟ୍ରୋନିକ ମିଡିଆ ମାଧ୍ୟମରେ ଏହି ଯାତ୍ରା ଦେଖିବାର ସୁଯୋଗ ପାଇଥା’ନ୍ତି। ତେଣୁ ଚଳିତ ରଥଯାତ୍ରା ଅବସରରେ ପୃଥିବୀର ବିଭିନ୍ନ କୋଣରେ ରହୁଥିବା…

ରଥଯାତ୍ରା ଅବସରରେ ଭକ୍ତିସଙ୍ଗୀତର ପ୍ରସାର ପାଇଁ ‘ଓଡ଼ିଶାଲାଇଭ୍‍’ ପକ୍ଷରୁ ସୋସିଆଲ ମିଡିଆ ଅଭିଯାନ

ଭୁବନେଶ୍ୱର, ୨୮।୬।୨୦୧୮: ପବିତ୍ର ରଥଯାତ୍ରା ଅବସରରେ ସୋସିଆଲ ମିଡିଆରେ ଏକ ଭକ୍ତିର ବାତାବରଣ ସୃଷ୍ଟି କରିବା ପାଇଁ ଆଗେଇ ଆସିଛି ଓଡ଼ିଶାର ଆଗଧାଡ଼ିର ଡିଜିଟାଲ ପୋର୍ଟାଲ ଓଡ଼ିଶାଲାଇଭ୍‍। ସ୍ନାନ ପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ୟ୍ୟନ୍ତ ୨୮ ଦିନର ଅବଧି ମଧ୍ୟରେ ପ୍ରତିଦିନ ଗୋଟିଏ ଗୋଟିଏ ଭକ୍ତି ସଙ୍ଗୀତ ଓଡ଼ିଶାଲାଇଭ୍‍‍ର ଫେସବୁକ ପେଜରେ ପୋଷ୍ଟ କରାଯାଉଛି। ତା’…

This website uses cookies.