Author: ଘାସିରାମ ପଣ୍ଡା

ଆମ ଗାଁରେ ଆମେ ସରକାର

ସୁନ୍ଦରଗଡ ଜିଲ୍ଲାର ଛୋଟିଆ ଜଙ୍ଗଲ ଗ୍ରାମ ବାଞୀକଚ୍ଚାରରୁ ଏକ ବଡ ସାମ୍ବୀଧାନିକ ବିବାଦ ମୁଣ୍ଡଟେକିଛି । ପ୍ରାୟ ୩୨ ଘର…

ସୁନ୍ଦରଗଡ ଜିଲ୍ଲାର ଛୋଟିଆ ଜଙ୍ଗଲ ଗ୍ରାମ ବାଞୀକଚ୍ଚାରରୁ ଏକ ବଡ ସାମ୍ବୀଧାନିକ ବିବାଦ ମୁଣ୍ଡଟେକିଛି । ପ୍ରାୟ ୩୨ ଘର ବିଶିଷ୍ଟ ଏହି ଗାଁର ଲୋକେ ଗତ କିଛି ଦିନ ହେବ ନିଜ ପାରମ୍ପାରିକ ସୀମା ଭିତରେ ଥିବା ଜମି ଓ ଜଙ୍ଗଲକୁ ସୁରକ୍ଷିତ ରିଖିବାକୁ ସଂଘର୍ଷ କରୁଛନ୍ତି । ମେ ୧୬ରେ ଏହା ଭିନ୍ନ…

ଜଙ୍ଗଲ ଅଧିକାରର ଯୁଗ ଶେଷ !

ଜଙ୍ଗଲ ଅଧିକାର ଆଇନ ପ୍ରଣୀତ ହେବା ଦିନ ଠାରୁ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଏହାର ବିରୋଧ କରି ଆସୁଛନ୍ତି ।…

ଜଙ୍ଗଲ ଅଧିକାର ଆଇନ ପ୍ରଣୀତ ହେବା ଦିନ ଠାରୁ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଏହାର ବିରୋଧ କରି ଆସୁଛନ୍ତି । ଏହି ଆଇନ କାର୍ଯ୍ୟକାରି ନକରିବାକୁ ଆବେଦନ ଏବେ ବି ନ୍ୟାୟାଳୟର ବିଚାରାଧିନ ଅଛି । ଆଇନ କାର୍ଯକାରୀ ହେଲେ ପରିବେଶ ଉପରେ ପ୍ରତିକୂଳ ପ୍ରଭାବ ପକେଇବ, ବାଘ ସମେତ ଅନ୍ୟାନ୍ୟ ବନ୍ୟ ଜନ୍ତୁଙ୍କ ଜୀବନ…

କ୍ଷେତକେ ମୁଡାଟେ – ଘରକେ ବୁଢାଟେ

‘କ୍ଷେତକେ ମୁଡା (ଛୋଟ ପୋଖରୀ)ଟେ ଆରୁ ଘରକେ ବୁଢାଟେ’ ପଶ୍ଚିମ ଓଡିଶାର ଏକ ଲୋକ ଉକ୍ତି । ବିଭିନ୍ନ କଥା…

‘କ୍ଷେତକେ ମୁଡା (ଛୋଟ ପୋଖରୀ)ଟେ ଆରୁ ଘରକେ ବୁଢାଟେ’ ପଶ୍ଚିମ ଓଡିଶାର ଏକ ଲୋକ ଉକ୍ତି । ବିଭିନ୍ନ କଥା ପ୍ରସଙ୍ଗରେ ଲୋକେ ଏହାକୁ କହିଥାନ୍ତି । କହିବାର ତାତ୍ପର୍ଯ୍ୟ, ପାଚିବାକୁ ଥିବା ଫସଲ ବର୍ଷା ଅଭାବରୁ ନଷ୍ଟ ହେବାକୁ ବସିଥିବା ବେଳେ ବିଲରେ ମୁଡାଟିଏ ଥିଲେ ଅତି କମରେ ଥରେ ପାଣି ମଡାଯାଇ ଜୀବନ…

ଘରୋଇ ବିଦ୍ୟାଳୟ ଓ ଶିକ୍ଷା ଅଧିକାର ଆଇନ

ସାମ୍ପ୍ରତିକ ସମୟରେ ଘରୋଇ ବିଦ୍ୟାଳୟମାନେ ଶିକ୍ଷା କ୍ଷେତ୍ରରେ ବିଶେଷ ଭୂମିକା ନେଲେଣି । ଅଭିଭାବକମାନଙ୍କ ଭିତରେ ବି ଏହିସବୁ ବିଦ୍ୟାଳୟ…

ସାମ୍ପ୍ରତିକ ସମୟରେ ଘରୋଇ ବିଦ୍ୟାଳୟମାନେ ଶିକ୍ଷା କ୍ଷେତ୍ରରେ ବିଶେଷ ଭୂମିକା ନେଲେଣି । ଅଭିଭାବକମାନଙ୍କ ଭିତରେ ବି ଏହିସବୁ ବିଦ୍ୟାଳୟ ପ୍ରତି ଆଗ୍ରହ ବଢୁଛି । ଏକ ପରିସଂଖ୍ୟନରୁ ଜଣାପଡେ ଯେ, ୨୦୦୭ – ୦୮ ଶିକ୍ଷା ବର୍ଷରେ ସରକାରୀ ପ୍ରାଥମିକ ବିଦ୍ୟାଳୟମାନଙ୍କରେ ୪୩ ଲକ୍ଷ ୯୨ ହଜାର ପିଲା ପଢୁଥିବା ବେଳେ ୨୦୧୪ –…

ଲୋକପ୍ରିୟତା ବ୍ୟାକୁଳ ରାଜନୀତି ଓ ମାଗଣା ମାନସିକତା

ରାଜନୀତିରେ ଲୋକପ୍ରିୟ ହେବା ପାଇଁ ପ୍ରୟାସ କରିବାରେ କିଛି ଅସ୍ୱଭାବିକତା ନାହିଁ । ଗଣତନ୍ତ୍ରରେ ଲୋକପ୍ରିୟତାର ଆଧାର ଶାସନ କ୍ଷମତାରେ…

ରାଜନୀତିରେ ଲୋକପ୍ରିୟ ହେବା ପାଇଁ ପ୍ରୟାସ କରିବାରେ କିଛି ଅସ୍ୱଭାବିକତା ନାହିଁ । ଗଣତନ୍ତ୍ରରେ ଲୋକପ୍ରିୟତାର ଆଧାର ଶାସନ କ୍ଷମତାରେ ରହିବା ନରହିବା କୁ ଧାର୍ଯ୍ୟ କରେ । ଫଳସ୍ୱରୂପ ରାଜନୈତିକ ଦଳ ମାନେ ଲୋକପ୍ରିୟ ହେବା ପାଇଁ କୌଣସି ବି ପଦକ୍ଷେପ ନେବାକୁ କୁଣ୍ଠିତ ହୁଅନ୍ତି ନାହିଁ । ଶାସନରେ ଥିବା ଦଳ ପାଖରେ…

ନିରୁଦ୍ଦିଷ୍ଟ ଶିଶୁ – ଅନିଶ୍ଚିତ ଭବିଶ୍ୟତ

ଖରା ଛୁଟିରେ ଦିପହର ଖରାରେ ନବୁଲି ଟିକେ ଶୋଇ ପଡିବାକୁ ମାଁ ଆକଟ କଲାବେଳେ ପିଲା ଚୋର ବୁଲୁଥିବା କଥା…

ଖରା ଛୁଟିରେ ଦିପହର ଖରାରେ ନବୁଲି ଟିକେ ଶୋଇ ପଡିବାକୁ ମାଁ ଆକଟ କଲାବେଳେ ପିଲା ଚୋର ବୁଲୁଥିବା କଥା କହି ଅନେକ ଥର ଡରେଇଛି । ଗାଁ ଭାଗବତ ଟୁଙ୍ଗିରେ ଲୋକେ ପଲ୍ଲୀ ରୁ ଦିଲ୍ଲୀ ବିଷୟରେ ଆଲୋଚନା କଲାବେଳେ କେଉଁ ଦୂର ଗାଁରେ କାହା ଘର ଛୁଆ ଆଜି ଦିପହରେ ଆମ୍ବତୋଟାକୁ ଖେଳିବାକୁ…

ପ୍ରାଥମିକ ଶିକ୍ଷା ଓ ଫେଲ ପ୍ରସଙ୍ଗ

ଶିକ୍ଷା ଅଧିକାର ଆଇନରେ କୌଣିସି ପିଲାକୁ ସେହି ସମାନ ଶ୍ରେଣୀରେ ଅଟକ ରଖାଯିବାକୁ ବାରଣ କରାଯାଇଛି । ଅର୍ଥାତ ପିଲାଟି…

ଶିକ୍ଷା ଅଧିକାର ଆଇନରେ କୌଣିସି ପିଲାକୁ ସେହି ସମାନ ଶ୍ରେଣୀରେ ଅଟକ ରଖାଯିବାକୁ ବାରଣ କରାଯାଇଛି । ଅର୍ଥାତ ପିଲାଟି ଥରେ ନାମ ଲେଖାଇଲେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଗୋଟିଏ ପରେ ଗୋଟିଏ ଶ୍ରେଣୀକୁ ପ୍ରତି ବର୍ଷ ଆପେ ଉନ୍ନୀତ ହୋଇ ଚାଲିବ । ଅନେକଙ୍କ ଧାରଣା ଯେ ଏଥିରେ ଯେହେତୁ ଭଲ ଆଉ ଖରାପ…

ରାଜା ଘରେ କୁଣିଆ

କନାରୁ କର୍ପୁର ଉଡିଯାଇଥିଲେ ବି କନା ସହିତ ଯୋଡି ହୋଇଥିବା ଇତିହାସ ଓ କିମ୍ବଦନ୍ତି ସର୍ବଦା ରହସ୍ୟ ଓ ରୋମାଂଚ…

କନାରୁ କର୍ପୁର ଉଡିଯାଇଥିଲେ ବି କନା ସହିତ ଯୋଡି ହୋଇଥିବା ଇତିହାସ ଓ କିମ୍ବଦନ୍ତି ସର୍ବଦା ରହସ୍ୟ ଓ ରୋମାଂଚ ଭରା । ଏଣୁ ଏହା ଲୋକଙ୍କୁ ରୋଚକ ଲାଗିବା ସହ ଅନୁତ୍ସନ୍ଧିସୁ କରେ । ସ୍ୱାଧିନୋତ୍ତର ଭାରତ ବର୍ଷରେ ରାଜୁଡି ଶାସନ କେବେଠୁ ଗଲେବି ସେହି ସମାନ କାରଣରୁ ଏଯାଏଁ ରାଜା ଓ ରାଜ…

ବିଦ୍ୟାଳୟରେ ସୁରକ୍ଷା ଓ ନିରାପତ୍ତା

ନିକଟରେ ଗୁରଗାଓଁର ଏକ ବେସରକାରୀ ବିଦ୍ୟାଳୟରେ ଘଟିଯାଇଥିବା ଛାତ୍ର ମୃତ୍ୟୁ ଘଟଣାକୁ ନେଇ ଗଣମାଧ୍ୟମର ସକ୍ରିୟତା ପ୍ରଶାସନକୁ କ୍ରିୟାଶିଳ ହେବାକୁ…

ନିକଟରେ ଗୁରଗାଓଁର ଏକ ବେସରକାରୀ ବିଦ୍ୟାଳୟରେ ଘଟିଯାଇଥିବା ଛାତ୍ର ମୃତ୍ୟୁ ଘଟଣାକୁ ନେଇ ଗଣମାଧ୍ୟମର ସକ୍ରିୟତା ପ୍ରଶାସନକୁ କ୍ରିୟାଶିଳ ହେବାକୁ ବାଧ୍ୟ କରିଛି । ଫଳସ୍ୱରୂପ ସିବିଏସଇ, ଦିଲ୍ଲୀ ପୋଲିସ ଓ ଆମ ଗଣ ଶିକ୍ଷା ବିଭାଗ ସମସ୍ତେ ବିଦ୍ୟାଳୟରେ ସୁରକ୍ଷା ଓ ନିରାପତ୍ତାକୁ ନେଇ ସାନି ଦିଶା ନିର୍ଦ୍ଦେଶ ଜାରି କରିଛନ୍ତି । ଏପରି…

ଶିକ୍ଷା ପାଇଁ ବ୍ୟୟ ବୋଝ ନୁହେଁ

ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ତୃତୀୟ ପର୍ଯ୍ୟାୟ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।…

ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ତୃତୀୟ ପର୍ଯ୍ୟାୟ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଜୁନ ୨୨ ତାରିଖରେ ଓଡିଶା ପ୍ରାଥମିକ ଶିକ୍ଷା କାର୍ଯକ୍ରମର (ଓପେପା) ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ରାଜ୍ୟର ସମସ୍ତ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କ ଉଦ୍ଦେଶ୍ୟରେ ଦେଇଥିବା ପତ୍ରରେ ୧ ରୁ ୧୫ ଛାତ୍ର ଛାତ୍ରୀ ଥିବା…

This website uses cookies.