ଜଣା ଅଜଣା

ଦିବ୍ୟାଙ୍ଗଙ୍କୁ ବଞ୍ଚିବାର ରାହା ଦେଖାଉଥିବା ଏକ ସ୍କୁଲର କାହାଣୀ (ବିଶେଷ)

ଯେଉଁ ପିଲାମାନେ ଏହି ସ୍କୁଲରୁ ବାହାରୁ ଯାଇଛନ୍ତି, ସେମାନଙ୍କ ମଧ୍ୟରୁ ପ୍ରାୟ ସମସ୍ତେ କିଛି ନା କାମ କରି ଗୁଜୁରାଣ ମେଣ୍ଟାଉଥିବା ରାଜେଶ୍ବରୀ ସୂଚନା ଦେଇଛନ୍ତି। ନୂଆପଡ଼ା ଭଳି ଜାଗାରେ ବିନା ସରକାରୀ ଅନୁଦାନରେ ଭିନ୍ନକ୍ଷମଙ୍କ ଲାଗି ଏଭଳି ଏକ ସ୍କୁଲ୍ ଚଳାଇବା କମ୍ କଷ୍ଟକର କଥା ନୁହେଁ, ତେବେ ତାକୁ କରି ଦେଖାଇଛନ୍ତି ଏହି…

ଆଶା କରୁଛି ଭବିଷ୍ୟତରେ ଉତ୍କଳ ବିଶ୍ୱବିଦ୍ୟାଳୟ ଶ୍ରେଷ୍ଠତାର ଶୀର୍ଷରେ ପହଞ୍ଚିବ: ରାଷ୍ଟ୍ରପତି

ଓଡ଼ିଆ ଲୋକ ଚାହିଁଲେ ଉତ୍କଳ ବିଶ୍ୱବିଦ୍ୟାଳୟ ବିଶ୍ୱସ୍ତରର ହୋଇପାରିବ ବୋଲି ସେ କହିଥିଲେ ।

ନନ୍ଦନକାନନ ସମ୍ପର୍କରେ କେତେକ ତଥ୍ୟ ଯାହା ସମସ୍ତେ ଜାଣିବାକୁ ଚାହାନ୍ତି

୨୦୦୯ ମସିହାରେ ନନ୍ଦନକାନନ ଚିଡ଼ିଆଖାନା ବିଶ୍ୱ ଚିଡ଼ିଆଖାନା ସଂଘର World Association of Zoos and Aquariums (WAZA) ସଦସ୍ୟତା ଲାଭ କରିବାରେ ଭାରତର ପ୍ରଥମ ଚିଡ଼ିଆଖାନା ।

ଅବିଭକ୍ତ ଗଞ୍ଜାମର ଲୁପ୍ତପ୍ରାୟ ଭିତ୍ତି ଚିତ୍ର ସମ୍ପର୍କରେ କେତେକ ତଥ୍ୟ

ଦେଖିବାକୁ ଗଲେ, ମନ୍ଦିର କାନ୍ଥରେ ଭିତ୍ତି ଚିତ୍ରର ପରମ୍ପରା ଗଞ୍ଜାମରେ ହିଁ ଚଳିଆସିଛି । ଅଜନ୍ତା, ଏଲୋରା ଗୁମ୍ଫାରେ ଯେପରି ଦୀର୍ଘବର୍ଷରୁ ଭିତ୍ତି ଚିତ୍ର ସବୁ ରହି ଆସିଛି, ଗଞ୍ଜାମର ବିଭିନ୍ନ ମନ୍ଦିର, ବିଶେଷ କରି ମଠ ସହ ସଂଲଗ୍ନ ମନ୍ଦିରଗୁଡ଼ିକରେ ଏସବୁର ବହୁଳତା ଦେଖିବାକୁ ମିଳେ ।

ଗାନ୍ଧି ଓ ଓଡିଶା ; ଦଶଟି ପ୍ରମୁଖ ତଥ୍ୟ

ଓଡିଶାରେ ଗାଂଧିଂକ ରହଣୀ ଖୁବ ବେଶୀ ଦିନର ନୁହଁ । ୧୯୨୧ ରୁ ୧୯୪୬, ୨୫ ବର୍ଷ ଭିତରେ ଗାନ୍ଧି ସାତ ଥର ଓଡିଶାକୁ ଆସିଛନ୍ତି । ସାତ ଥର ଯାତ୍ରା ରେ ତାଂକର ସମୁଦାୟ ଓଡିଶା ରହଣୀ ଦିବସ ହେଉଛି ୬୯ ଦିନ ।

ନୁଆଁଖାଇ ତିହାର: ଦଶଟି ଜାଣିବା କଥା

ସବୁଠୁ ବଡ କଥା ହେଲା, ପରିବାରର ଯିଏ ଯେଉଁଠି ଥାଆନ୍ତୁ, ଘରକୁ ଫେରିବା ଆରମ୍ଭ କରନ୍ତି । ଏତେ ସବୁ ଆୟୋଜନ ଓ ପ୍ରାୟୋଜନ ର ଏକମାତ୍ର ଉଦ୍ଦେଶ୍ୟ ହେଉଛି ନୁଆଁଖାଇ, ପଶ୍ଚିମ ଓଡିଶାର ସବୁଠୁ ବଡ ପର୍ବ ।

ପ୍ରଥମ ଓଡିଆ ସମ୍ବାଦପତ୍ର ଉତ୍କଳ ଦୀପିକା; ଦଶଟି ପ୍ରମୁଖ କଥା

ପ୍ରଥମ ପୂର୍ନାଂଗ ଓଡିଆ ସମ୍ବାଦପତ୍ର ରୂପେ ୧୧, ଅଗଷ୍ଟ ୧୮୬୬ ଦିନ ପ୍ରଥମ ସାପ୍ତାହିକ ଓଡିଆ ସମ୍ବାଦପତ୍ର “ଉତ୍କଳ ଦୀପିକା” ପ୍ରକାଶ ପାଇଥିଲା ।

ଓଡିଶା, ଇସ୍ଲାମ୍ ଓ ସମନ୍ବୟର ସଂସ୍କୃତି; ଦଶଟି ମୌଳିକ ତଥ୍ୟ

ଇସ୍ଲାମ୍ ଓ ହିନ୍ଦୁ ଆଧ୍ୟାତ୍ମିକ ଚେତନାର ସବୁଠୁ ବଡ ମିଳନ ମଂଚ ହେଉଛି ସତ୍ୟନାରାୟଣ ପାଲା ବା ସତ୍ୟପୀର ପାଲା। ସତ୍ୟପୀର ହେଉଛନ୍ତି ହିନ୍ଦୁଂକ ଲାଗି ସତ୍ୟନାରାୟଣ ଓ ମୁସଲମାନଂକ ଲାଗି ପୀର ।

ଅଣସର, ଅନବସର ଓ ପଟି ଦିଅ; କେତୋଟି ମରମ କଥା

ଅଣସର ବିଧି ପ୍ରାୟ ଗୋପନ। ଶ୍ରୀମନ୍ଦିରର ମୂଳ ସେବକ ଦଇତା ଓ ପତି ସେବକ ମାନେ ଏହି ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଂକ ଶ୍ରୀଅଂଗ ଫିଟା ଓ ନବ ଯୌବନ ଲାଗି କରାଇଥାନ୍ତି ।

ସେ ବି ଦିନେ ମୁଖ୍ୟମନ୍ତ୍ରୀ ଥିଲେ; ନବକୃଷ୍ଣ ଚୌଧୁରିଂକ ବିଷୟରେ କିଛି କଥା

ଏପରିକି ସ୍ବାଧିନ ଭାରତରେ ବି ତାଂକୁ ଜେଲ୍ ଯିବାକୁ ପଡିଛି । ଜରୁରୀ କାଳୀନ ପରିସ୍ଥିତି କୁ ବିରୋଧ କରିବାରୁ ସେତେବେଳେ ତାଂକୁ ଜେଲ୍ ଭିତରେ ସାଧାରଣ କଏଦୀ ଭାବରେ ରଖାଯାଇଥିଲା ।

This website uses cookies.

Read More