ମୁଖ୍ୟ ଖବର

Main news

ଦିବ୍ୟାଙ୍ଗଙ୍କୁ ବଞ୍ଚିବାର ରାହା ଦେଖାଉଥିବା ଏକ ସ୍କୁଲର କାହାଣୀ (ବିଶେଷ)

ଯେଉଁ ପିଲାମାନେ ଏହି ସ୍କୁଲରୁ ବାହାରୁ ଯାଇଛନ୍ତି, ସେମାନଙ୍କ ମଧ୍ୟରୁ ପ୍ରାୟ ସମସ୍ତେ କିଛି ନା କାମ କରି ଗୁଜୁରାଣ ମେଣ୍ଟାଉଥିବା ରାଜେଶ୍ବରୀ ସୂଚନା ଦେଇଛନ୍ତି। ନୂଆପଡ଼ା ଭଳି ଜାଗାରେ ବିନା ସରକାରୀ ଅନୁଦାନରେ ଭିନ୍ନକ୍ଷମଙ୍କ ଲାଗି ଏଭଳି ଏକ ସ୍କୁଲ୍ ଚଳାଇବା କମ୍ କଷ୍ଟକର କଥା ନୁହେଁ, ତେବେ ତାକୁ କରି ଦେଖାଇଛନ୍ତି ଏହି…

ସାମ୍ବାଦିକ ଶାନ୍ତନୁ ବିଶ୍ଵାଳଙ୍କ ବିୟୋଗରେ ଆମେ ମର୍ମାହତ

ଲୋକପ୍ରିୟ ସାମ୍ବାଦିକ ଶାନ୍ତନୁ ବିଶ୍ଵାଳଙ୍କ ବିୟୋଗରେ ଓଡିଶା ଡଟ କମ ପରିବାର ମର୍ମାହତ । ଛାତ୍ର ରାଜନୀତି ପରେ ସାମ୍ବାଦିକତାକୁ ଆଦରିନେଇ ଥିବା ବିଶ୍ଵାଳ ଅନେକ ଦଶନ୍ଧି ଧରି ନିର୍ଭୀକତାର ସହ ପଶ୍ଚିମ ଓଡିଶାର ବିଭିନ୍ନ ଘଟଣାବଳୀ ସମ୍ପର୍କରେ ଲେଖି ଆସୁଥିଲେ ଓ ଅନେକ ଯୁବ ସାମ୍ବାଦିକଙ୍କ ପାଇଁ ପ୍ରେରଣାର ଉତ୍ସ ରହିଥିଲେ।  ଓଡିଶା ଡଟ…

କିଟ୍ ପ୍ରିମିୟର ଲିଗ୍: ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଚାମ୍ପିୟନ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା ଭୁବନେଶ୍ୱର, ମାର୍ଚ୍ଚ ୩(ଓଡ଼ିଶା ଡ଼ଟ୍ କମ୍) କିଟ୍ ପ୍ରିମିୟର ଲିଗ୍ (କେପିଏଲ୍) ସର୍ବଭାରତୀୟ ବିଶ୍ୱ ବ୍ୟିାଳୟସ୍ତରୀୟ ଦିବାରାତ୍ର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ୫ମ ସଂସ୍କରଣର ଫାଇନାଲରେ ଶନିବାର ଦିଲ୍ଲୀ ବିଶ୍ୱ ବିଦ୍ୟାଳୟ ଚାମ୍ପିୟନ ହୋଇଛି । ଉ୍ୟାପନୀ ଫାଇନାଲ୍ରେ ଗ୍ରୁପ୍ ଏ’ର ଏସ୍ଆର୍ଏମ୍ ଓ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ମୁକାବିଲା ହୋଇଥିଲା…

ମହାନଦୀ ଜଳ ବିବାଦ ଆୟୋଗଙ୍କ ନୋଟିସ ଜାରି

ମହାନଦୀ ଜଳବିବାଦ ଆୟୋଗ ଆଜି ଆନ୍ତଃରାଜ୍ୟ ନଦୀ ଜଳ ବିବାଦ ଆଇନ,୧୯୫୯ର ଧାରା ୪ ଅନୁସାରେ ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ, ମଧ୍ୟ ପ୍ରଦେଶ ଏବଂ ମହାରାଷ୍ଟ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି । ଏହି ନୋଟିସରେ ସଂପୃକ୍ତ ରାଜ୍ୟ ସରକାରମାନେ ମହାନଦୀ ଜଳବିବାଦ ଘେନି ନ୍ୟାୟିକ ନିର୍ଣ୍ଣୟ ସକାଶେ ଅଗଷ୍ଟ ୦୮, ୨୦୧୮ ସୁଦ୍ଧା ନିଜ…

‘ବଞ୍ଚିବା ପାଇଁ ଦୁର୍ନୀତିଗ୍ରସ୍ତ ବିରୋଧୀ ଏକାଠି’

କଟକ: କଟକ ଜନକଲ୍ୟାଣ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେନ୍ଦ୍ର ଏନଡିଏ ସରକାରଙ୍କ ୪ବର୍ଷର ରିପୋର୍ଟ କାର୍ଡ ରଖିଛନ୍ତି ମୋଦି । ଫୋକସ୍‌ରେ ମହାନଦୀ : କିଲ୍ଲା ପଡିଆରୁ ନବୀନ ପଟ୍ଟନାୟକଙ୍କ ଉପରେ ଧୁମ୍ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି କହିଛନ୍ତି ମହନଦୀ ନେଇ ଓଡ଼ିଶାର ନବୀନ ପଟ୍ଟନାୟକ…

‘ମନ୍ କି ବାତ୍’ରେ କଟକର ଚା’ ବିକାଳିଙ୍କୁ ପ୍ରଶଂସା

ସିଲଭର ସିଟି କଟକର ଚା ଦେକାନୀ ଡି. ପ୍ରକାଶ ରାଓଙ୍କୁ ‘ମନ କି ବାତ୍’ରେ ଭୂୟସୀ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତ ପଚାଶ ବର୍ଷ ହେଲାଣି ଡି. ପ୍ରକାଶ ରାଓ ଚା ବିକି ଚଳୁଛନ୍ତି । କିନ୍ତୁ, ନିଜ ଆୟର ପଚାଶ ପ୍ରତିଶତ ଅର୍ଥକୁ ସେ ଗରିବ ଛାତ୍ରଛାତ୍ରୀଙ୍କ ଶିକ୍ଷା ପାଇଁ…

ଘରୋଇ ବିଦ୍ୟାଳୟ ଓ ଶିକ୍ଷା ଅଧିକାର ଆଇନ

ସାମ୍ପ୍ରତିକ ସମୟରେ ଘରୋଇ ବିଦ୍ୟାଳୟମାନେ ଶିକ୍ଷା କ୍ଷେତ୍ରରେ ବିଶେଷ ଭୂମିକା ନେଲେଣି । ଅଭିଭାବକମାନଙ୍କ ଭିତରେ ବି ଏହିସବୁ ବିଦ୍ୟାଳୟ ପ୍ରତି ଆଗ୍ରହ ବଢୁଛି । ଏକ ପରିସଂଖ୍ୟନରୁ ଜଣାପଡେ ଯେ, ୨୦୦୭ – ୦୮ ଶିକ୍ଷା ବର୍ଷରେ ସରକାରୀ ପ୍ରାଥମିକ ବିଦ୍ୟାଳୟମାନଙ୍କରେ ୪୩ ଲକ୍ଷ ୯୨ ହଜାର ପିଲା ପଢୁଥିବା ବେଳେ ୨୦୧୪ –…

ଲୋକପ୍ରିୟତା ବ୍ୟାକୁଳ ରାଜନୀତି ଓ ମାଗଣା ମାନସିକତା

ରାଜନୀତିରେ ଲୋକପ୍ରିୟ ହେବା ପାଇଁ ପ୍ରୟାସ କରିବାରେ କିଛି ଅସ୍ୱଭାବିକତା ନାହିଁ । ଗଣତନ୍ତ୍ରରେ ଲୋକପ୍ରିୟତାର ଆଧାର ଶାସନ କ୍ଷମତାରେ ରହିବା ନରହିବା କୁ ଧାର୍ଯ୍ୟ କରେ । ଫଳସ୍ୱରୂପ ରାଜନୈତିକ ଦଳ ମାନେ ଲୋକପ୍ରିୟ ହେବା ପାଇଁ କୌଣସି ବି ପଦକ୍ଷେପ ନେବାକୁ କୁଣ୍ଠିତ ହୁଅନ୍ତି ନାହିଁ । ଶାସନରେ ଥିବା ଦଳ ପାଖରେ…

ନିରୁଦ୍ଦିଷ୍ଟ ଶିଶୁ – ଅନିଶ୍ଚିତ ଭବିଶ୍ୟତ

ଖରା ଛୁଟିରେ ଦିପହର ଖରାରେ ନବୁଲି ଟିକେ ଶୋଇ ପଡିବାକୁ ମାଁ ଆକଟ କଲାବେଳେ ପିଲା ଚୋର ବୁଲୁଥିବା କଥା କହି ଅନେକ ଥର ଡରେଇଛି । ଗାଁ ଭାଗବତ ଟୁଙ୍ଗିରେ ଲୋକେ ପଲ୍ଲୀ ରୁ ଦିଲ୍ଲୀ ବିଷୟରେ ଆଲୋଚନା କଲାବେଳେ କେଉଁ ଦୂର ଗାଁରେ କାହା ଘର ଛୁଆ ଆଜି ଦିପହରେ ଆମ୍ବତୋଟାକୁ ଖେଳିବାକୁ…

ପ୍ରାଥମିକ ଶିକ୍ଷା ଓ ଫେଲ ପ୍ରସଙ୍ଗ

ଶିକ୍ଷା ଅଧିକାର ଆଇନରେ କୌଣିସି ପିଲାକୁ ସେହି ସମାନ ଶ୍ରେଣୀରେ ଅଟକ ରଖାଯିବାକୁ ବାରଣ କରାଯାଇଛି । ଅର୍ଥାତ ପିଲାଟି ଥରେ ନାମ ଲେଖାଇଲେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଗୋଟିଏ ପରେ ଗୋଟିଏ ଶ୍ରେଣୀକୁ ପ୍ରତି ବର୍ଷ ଆପେ ଉନ୍ନୀତ ହୋଇ ଚାଲିବ । ଅନେକଙ୍କ ଧାରଣା ଯେ ଏଥିରେ ଯେହେତୁ ଭଲ ଆଉ ଖରାପ…

This website uses cookies.

Read More