ପର୍ଯଟନ

news elated to tourism

ବିଶେଷ: ଆସନ୍ତୁ ବୁଲିଯିବା ବୌଦ୍ଧ ଜିଲ୍ଲା

ବୌଦ୍ଧ ସହର ଭିତରେ ଏଥିରୁ ଗୋଟିଏ ବିରାଟ ବୁଦ୍ଧ ମୂର୍ତ୍ତି ରହିଥିବାବେଳେ ଅନ୍ୟ ଦୁଇଟି ଶ୍ୟାମସୁନ୍ଦରପୁର ଓ ପ୍ରଗଲପୁରଠାରେ ରହିଛି।

ନନ୍ଦନକାନନ ସମ୍ପର୍କରେ କେତେକ ତଥ୍ୟ ଯାହା ସମସ୍ତେ ଜାଣିବାକୁ ଚାହାନ୍ତି

୨୦୦୯ ମସିହାରେ ନନ୍ଦନକାନନ ଚିଡ଼ିଆଖାନା ବିଶ୍ୱ ଚିଡ଼ିଆଖାନା ସଂଘର World Association of Zoos and Aquariums (WAZA) ସଦସ୍ୟତା ଲାଭ କରିବାରେ ଭାରତର ପ୍ରଥମ ଚିଡ଼ିଆଖାନା ।

ରାଣୀପୁର-ଝରିଆଲର ଚଉଶଠି ଯୋଗିନୀ ମନ୍ଦିର ସମ୍ପର୍କରେ ଦଶଟି ତଥ୍ୟ

ରାଣିପୁର –ଝରିଆଲ ର ୬୪ ଯୋଗିନୀ ମନ୍ଦିର ସହିତ ଏଠାରେ ଆହୁରି ଅନେକ ଶିବ, ଶକ୍ତି ଓ ଭୈରବଂକ ମନ୍ଦିର ରହିଛି ।

ଓଡିଶାର ବାଂଧ କଳା; ୧୦ଟି ଜାଣିବା କଥା

ଶହ ଶହ ବର୍ଷ ଧରି ଓଡିଶାର ହାତ ବୁଣା ଲୁଗା ଦେଶ ବିଦେଶରେ ଆଦର ଲାଭ କରିଛି। ସମ୍ବଲପୁର୍, ସୋନପୁର୍, ବୌଦ, ତିଗିରିଆ ଇତ୍ୟାଦି ସ୍ଥାନରେ ବୁଣା ଯାଉଥିବା ହସ୍ତତନ୍ତ ଲୂଗା ର ନିଜସ୍ଵ ଶୈଳୀଓ ସ୍ଵାତନ୍ତ୍ର୍ୟ ରହିଛି।

କାହିଁକି ଦେଖିବେ କୋଣାର୍କ ସୂର୍ଯ୍ୟ ମନ୍ଦିର? ୧୦ଟି କାରଣ

ଆଧୁନିକ ସମୟର ସ୍ତ୍ରୀଲୋକ ମାନେ ଯେଉଁ ପ୍ରକାର ପୋଷାକ ପରିଧାନ କରୁଛନ୍ତି ତାହାର ପ୍ରତିଫଳନ କୋଣାର୍କ ଗାତ୍ରରେ ଅନେକ ଶହ ବର୍ଷ ଆଗରୁ ଦେଖିବାକୁ ମିଳିଥିଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାରେ କହିଛନ୍ତି ।

କୋଣାର୍କରେ ପ୍ରାଚୀନ ସଭ୍ୟତାର ସୂଚନା!

ଐତିହାସିକ ତଥ୍ୟାନୁଯାୟୀ ପ୍ରାଚୀନ କାଳରେ ଉତ୍କଳର ନୌବାଣିଜ୍ୟ ଦେଶ ବିଦେଶରେ ପ୍ରସିଦ୍ଧ ଲାଭ କରିଥିଲା। ଓଡ଼ିଶାର ବୃହତ୍ତମ ବନ୍ଦରଗୁଡ଼ିକ ମଧ୍ୟରେ କୋଣାର୍କ ଥିଲା ଅନ୍ୟତମ।

କୁନା ଦାଶ କ୍ୟୋଟୋର ଅନ୍ତର୍ଜାତୀୟ ପର୍ଯ୍ୟଟନ ଆମ୍ବାସାଡର

ଦାଶ ଭାରତ ତଥା ତାଙ୍କ ଗୃହ ରାଜ୍ୟ ଓଡିଶାରେ ଏହି ସହରର ପର୍ଯ୍ୟଟନ ସମ୍ପର୍କରେ ପ୍ରଚାର ପ୍ରସାର କରିବା ସହ ବହୁ ପର୍ଯ୍ୟଟକକୁ କ୍ୟୋଟୋ ସହର ପରିଦର୍ଶନ କରିବା ପାଇଁ ପ୍ରଭାବିତ କରି ପାରିବେ ବୋଲି ସେଠାକାର ପ୍ରଶାସନ ଆଶା ରଖିଛି ।

ସୂର୍ଯ୍ୟମନ୍ଦିର ପାରିପାର୍ଶ୍ଵିକ ବିକାଶ ପ୍ରକଳ୍ପ କାମ ଠପ୍

ଗ୍ଲୋବାଲ ଟେଣ୍ଡର ମାଧ୍ୟମରେ ଏହି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହାସଲ କରିଥିବା ହାଇଦ୍ରାବାଦର ଶ୍ରୀକୋ ପ୍ରୋଜେକ୍ଟ ପ୍ରାଇଭେଟ ଲିମିଟେଡ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ କରିବାସହ ଯେତିକି କାମ ହୋଇଛି ତାହା ନିମ୍ନମାନର କରିଥିବା ଦର୍ଶାଇ ଉକ୍ତ ସଂସ୍ଥା ସହ ହୋଇଥିବା ଚୁକ୍ତିନାମାକୁ ଇଣ୍ଡିଆନ ଅଏଲ୍ ଫାଉଣ୍ଡେସନ କର୍ତ୍ତୃପକ୍ଷ ରଦ୍ଦ କରି ଦେଇଥିବାରୁ ଏହି ପ୍ରକଳ୍ପ…

ବିଦେଶୀ ପର୍ଯ୍ୟଟକଙ୍କ ଉପରେ ଥିବା କଟକଣା ହଟାଇବା ପାଇଁ ବିଚାର

୨୦୧୨ ମସିହାରେ ଜଣେ ଇଟାଲିୟ ପର୍ଯ୍ୟଟକ ଓ ତାଙ୍କ ସାଥୀଙ୍କୁ ନକ୍ସଲମାନେ ଅପହରଣ କରିନେବାପରେ , ବିଦେଶୀ ପର୍ଯ୍ୟଟକଙ୍କ ଆଦିବାସୀ ଅଧ୍ୟୁସିତ ତଥା ନକ୍ସଲ ପ୍ରବଣ ଅଞ୍ଚଳରେ ମୁକ୍ତ ଗମନାଗମନ ଉପରେ ରାଜ୍ୟ ସରକାର କଟକଣା ଜାରି କରିଥିଲେ ।

୨୫ରୁ ଭୁବନେଶ୍ୱରରେ ଅତିଥି ଦେବୋ ଭବଃ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ତ୍ରିଦିବସୀୟ ସମାରୋହକୁ ଶୁକ୍ରବାର ଅପରାହ୍ନରେ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ । ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ, କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଡ. ମହେଶ୍ ଶର୍ମା, ରାଜ୍ୟ ଶିଳ୍ପ,…

This website uses cookies.

Read More