Tag: ଉତ୍ସବ

ସୁବର୍ଣପୁରର ଲଂକାପୋଡି ଉତ୍ସବ; ଏକ ନିଆରା ପରମ୍ପରା

ସୋନପୁର ର ଦୁଇଟି କାରିଗର ଗୋଷ୍ଠୀ କୁମ୍ଭାର ଓ ଚିତ୍ରକର, ଏହି ଯାତ୍ରାର ମୁଖ୍ୟ ଯୋଗାଣିଆଁ । ଚିତ୍ରକର ମାନେ…

ସୋନପୁର ର ଦୁଇଟି କାରିଗର ଗୋଷ୍ଠୀ କୁମ୍ଭାର ଓ ଚିତ୍ରକର, ଏହି ଯାତ୍ରାର ମୁଖ୍ୟ ଯୋଗାଣିଆଁ । ଚିତ୍ରକର ମାନେ କାଠରେ ତିଆରି ହାତୀ, ଘୋଡା, ବଳଦ ଇତ୍ୟାଦିରେ ରଂଗ ଦେଇ , କାଠ ଚକ ଖଂଜି ବଜାରରେ ବିକ୍ରୀ କରନ୍ତି।

ସାମ୍ବାଦିକ ଅରୁଣ କୁମାର ପଣ୍ଡା ପାଇବେ ନାରଦ ସମ୍ମାନ

ଏହି ଉତ୍ସବରେ ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ,ଓଡିଶାର ପୂର୍ବତନ ଅଧ୍ୟକ୍ଷ ତଥା ବିଶିଷ୍ଟ ଲେଖକ ଓ ଗବେଷକ ଶ୍ରୀ ହର ପ୍ରସାଦ…

ଏହି ଉତ୍ସବରେ ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ,ଓଡିଶାର ପୂର୍ବତନ ଅଧ୍ୟକ୍ଷ ତଥା ବିଶିଷ୍ଟ ଲେଖକ ଓ ଗବେଷକ ଶ୍ରୀ ହର ପ୍ରସାଦ ଦାସ ମୁଖ୍ୟ ଅତିଥି ଏବଂ ଭାରତୀୟ କିଷାନ ସଂଘର ରାଷ୍ଟ୍ରୀୟ ମନ୍ତ୍ରୀ ଶ୍ରୀ ମୋହିନୀ ମୋହନ ମିଶ୍ର ମୁଖ୍ୟବକ୍ତାରୂପେ ଯୋଗଦେଇ ଶ୍ରୀ ପଣ୍ଡାଙ୍କୁ ଏହି ସମ୍ମାନ ପ୍ରଦାନ କରିବେ ।

ଛଅ ମଇରେ ରାଜ୍ୟସ୍ତରୀୟ ନାରଦ ସମ୍ମାନ ଉତ୍ସବ

ଯେ କୌଣସି ପ୍ରକାରର ନିୟନ୍ତ୍ରଣ,ବନ୍ଧନ ଓ ସ୍ୱାଧିନତା ହନନ ବିରୋଧରେ ଗଣମାଧ୍ୟମକୁ ସମର୍ଥନ ଯୋଗାଇବା,ରାଷ୍ଟ୍ର ଓ ସଂସ୍କୃତିର ପ୍ରଗତି ପାଇଁ…

ଯେ କୌଣସି ପ୍ରକାରର ନିୟନ୍ତ୍ରଣ,ବନ୍ଧନ ଓ ସ୍ୱାଧିନତା ହନନ ବିରୋଧରେ ଗଣମାଧ୍ୟମକୁ ସମର୍ଥନ ଯୋଗାଇବା,ରାଷ୍ଟ୍ର ଓ ସଂସ୍କୃତିର ପ୍ରଗତି ପାଇଁ ଲେଖନୀ ଚାଳନା କରୁଥିବା ଗଣମାଧ୍ୟମର ବ୍ୟକ୍ତିତ୍ୱଙ୍କୁ ପ୍ରତିବର୍ଷ ବିଶ୍ୱ ସମ୍ବାଦ କେନ୍ଦ୍ର,ଓଡିଶା ତରଫରୁ ଏହି ନାରଦ ଜୟନ୍ତୀରେ ରାଜ୍ୟ ସ୍ତରୀୟ ସାମ୍ବାଦିକ ପୁରସ୍କାର ନାରଦ ସମ୍ମାନ ପ୍ରଦାନ କରାଯାଇଥାଏ ।

ପ୍ରତିଷ୍ଠା ଦିବସ: ଭୁବନେଶ୍ୱରକୁ ସମୃଦ୍ଧ ସହର କରିବାପାଇଁ ଆହ୍ୱାନ

ରାଜ୍ୟ ବିଧାନସଭା ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକ ନିକଟରେ ଆୟୋଜିତ ପ୍ରତିଷ୍ଠା ଦିବସ ଉତ୍ସବରେ ଏକ ଚିତ୍ତାକର୍ଷକ ବେସାମରିକ ପ୍ୟାରେଡ୍…

ରାଜ୍ୟ ବିଧାନସଭା ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକ ନିକଟରେ ଆୟୋଜିତ ପ୍ରତିଷ୍ଠା ଦିବସ ଉତ୍ସବରେ ଏକ ଚିତ୍ତାକର୍ଷକ ବେସାମରିକ ପ୍ୟାରେଡ୍ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ବିଧାନସଭାର ବାଚସ୍ପତି ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରିବା ସହିତ ପ୍ୟାରେଡ ଅଭିବାଦନ ଗ୍ରହଣ କରିଥିଲେ ।

ଓଡ଼ିଶୀ ନୃତ୍ୟ ସମ୍ଭାରରେ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦ୍ଘାଟିତ

ଗୁରୁ ରାମହରି ଦାସଙ୍କ ସ୍ୱର ସଂଯୋଜନା ଏବଂ ଗୁରୁ ଧନେଶ୍ୱର ସ୍ୱାଇଁଙ୍କ ତାଳ ସଂଯୋଜନାରେ ସଙ୍ଗୀତା ନିଜେ ନୃତ୍ୟ ସଂଯୋଜନା…

ଗୁରୁ ରାମହରି ଦାସଙ୍କ ସ୍ୱର ସଂଯୋଜନା ଏବଂ ଗୁରୁ ଧନେଶ୍ୱର ସ୍ୱାଇଁଙ୍କ ତାଳ ସଂଯୋଜନାରେ ସଙ୍ଗୀତା ନିଜେ ନୃତ୍ୟ ସଂଯୋଜନା କରିଥିଲେ । ତାଙ୍କର ପରବର୍ତୀ କାର୍ଯ୍ୟକ୍ରମ ଥିଲା ଅଭିନୟ । କବି ବନମାଳୀଙ୍କ ରଚନାରୁ ସେ ରାଧାକୃଷ୍ଣ ମିଳନର ଏକ କାବି୍ୟକ ଏବଂ ରସୋତିୀର୍ଣ୍ଣ ପରିବେଷଣ କରିଥିଲେ ।

ଭୁବନେଶ୍ୱର ନେହେରୁ ପାର୍କରେ ମକର ଉତ୍ସବ

ସଂଘ ତରଫରୁ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ସମସ୍ତ ଉତ୍ସବରେ ମକର ଚାଉଳ ଭୋଗ କରାଯାଇଥିଲା । ଏହି ଭୋଗକୁ ସମସ୍ତଙ୍କ…

ସଂଘ ତରଫରୁ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ସମସ୍ତ ଉତ୍ସବରେ ମକର ଚାଉଳ ଭୋଗ କରାଯାଇଥିଲା । ଏହି ଭୋଗକୁ ସମସ୍ତଙ୍କ ମଧ୍ୟରେ ବଣ୍ଟନ କରାଯାଇଥିଲା । ଛୁଆଁ ଅଛୁଁଆ ଭେଦଭାବ ନମାନି ସମସ୍ତେ ଗୋଟିଏ ସ୍ଥାନରେ ଏକତ୍ର ହୋଇ ଏହି ପ୍ରସାଦ ସେବନ କରିଥିଲେ ।

This website uses cookies.