ଓଡିଆ

ଲୋକପ୍ରିୟ ନବୀନ ପଟ୍ଟନାୟକଙ୍କ ପ୍ରିୟଲୋକ

୧୯୯୬ ମସିହାରେ ବିଜୁବାବୁଙ୍କ ଉତ୍ତରାଧିକାରୀ ଭାବେ ନବୀନ ପଟ୍ଟନାୟକ ରାଜ୍ୟ ରାଜନୀତିରେ ପ୍ରବେଶ କରିବା ପରଠୁଁ ଯେଉଁ ରାଜନୀତିକ ସଫଳତା ହାସଲ କରିଛନ୍ତି ତତ୍ତୁଲ୍ୟ ସଫଳତା ଅନ୍ୟ କୌଣସି ଓଡ଼ିଆ ରାଜନେତା ହାସଲ କରି ନାହାନ୍ତି ।

ଗାନ୍ଧି ଓ ଓଡିଶା ; ଦଶଟି ପ୍ରମୁଖ ତଥ୍ୟ

ଓଡିଶାରେ ଗାଂଧିଂକ ରହଣୀ ଖୁବ ବେଶୀ ଦିନର ନୁହଁ । ୧୯୨୧ ରୁ ୧୯୪୬, ୨୫ ବର୍ଷ ଭିତରେ ଗାନ୍ଧି ସାତ ଥର ଓଡିଶାକୁ ଆସିଛନ୍ତି । ସାତ ଥର ଯାତ୍ରା ରେ ତାଂକର ସମୁଦାୟ ଓଡିଶା ରହଣୀ ଦିବସ ହେଉଛି ୬୯ ଦିନ ।

ବିଭୂତି ପଟ୍ଟନାୟକ; ଶତ ସହସ୍ର କାହାଣୀର ଏକଇ ନାୟକ

ବିଭୂତି ପଟ୍ଟନାୟକଂକୁ ପଢିନଥିବା ଓଡିଆ ପାଠକ ନାହାନ୍ତି ବା ନଥିଲେ । ଓଡିଆ କଥା ସାହିତ୍ୟ ଓ ବିଭୂତି ପଟ୍ଟନାୟକ ଗତ ପଚାଶ ବର୍ଷ ଧରି ଗୋଟିଏ ପରିଚୟରେ ଆବଦ୍ଧ। ଓଡିଆ ଉପନ୍ୟାସର ସବୁଠୁ ମହାନ ପରମ୍ପରା ପାଖରେ ପହଂଚିବାକୁ ହେଲେ ବିଭୂତି ବାବୁଂକ ବାଟ ଦେଇ ଯିବାକୁ ଓଡିଆ ପାଠକ ବାଧ୍ୟ।

ରଘୁନାଥ ପାଣିଗ୍ରାହୀ ; ଗାୟନ ଓ ଜୀବନ କୁ ନେଇ କେତୋଟି କଥା

ଓଡିଶୀ ଗାୟନ ପରମ୍ପରାରେ ସେ ଥିଲେ ସର୍ବଶ୍ରେଷ୍ଠ ଓ ସର୍ବମାନ୍ୟ। ୧୯୮୨ ରେ ଫ୍ରାନ୍ସ୍ ସରକାର ତାଂକୁ ଗ୍ରାଂ ପ୍ରିକସ୍ ପୁରସ୍କାର ଦେବାର ପ୍ରାୟ ପଚିଶ ବର୍ଷ ପରେ ଭାରତ ସରକାର ତାଂକୁ ପଦ୍ମଶ୍ରୀ ସମ୍ମାନ ଦେଇଥିଲେ , ଅଥଚ ସେ ଥିଲେ ସବୁ ସମ୍ମାନର ବହୁ ଉପରେ।

ଓଡିଆ ପୂଜା ପତ୍ରିକାର ଅଭିନବ ଜୟଯାତ୍ରା; ଦଶଟି ପ୍ରମୁଖ କଥା

ମହାଳୟା ରୁ କାଳୀ ପୂଜା ଭିତରେ ଓଡିଆ ପତ୍ରପତ୍ରିକା ବଜାର ସରଗରମ ହୋଇଉଠେ। ଗତ ଦଶ ବର୍ଷର ପତ୍ରପତ୍ରିକା ପ୍ରକାଶନ ର ବିଶ୍ଲେଷଣ ରୁ ଜଣାପଡୁଛି ଯେ ପ୍ରତି ବର୍ଷ ଏହି ସମୟରେ ପ୍ରାୟ ୧୦୦ ରୁ ୧୨୦ ପତ୍ରିକା ପ୍ରକାଶିତ ହୁଅନ୍ତି ।

ବିଜୟ ଏକ ଉଚ୍ଛ୍ଵାସର ବାର୍ଷିକ ମହୋତ୍ସବରେ ପ୍ରବାସୀ ଓଡିଆଙ୍କୁ ସମ୍ମାନ

ପ୍ରଥମ ଥର ପାଇଁ ଟ୍ରଷ୍ଟ ସାମାଜିକ ସେବା ସମ୍ମାନ ନାମରେ ଚଳିତ ବର୍ଷ ଠାରୁ ଏକ ନୂତନ ପୁରସ୍କାର ଆରମ୍ଭ କରାଯାଇଥିବା ଟ୍ରଷ୍ଟ ତରଫରୁ ଘୋଷଣା କରା ଯାଇଥିଲା। ଏହି ପୁରସ୍କାର ପାଇଥିଲେ ମୁମ୍ବାଇର ପୂର୍ବତନ ପୁଲିସ ମହାନିର୍ଦେଶକ ଅରୂପ ପଟନାୟକ ।

ଜଷ୍ଟିସ୍ କାଟଜୁ, ବିଦ୍ରୁପ ଓ ଓଡିଆ ସ୍ଵାଭିମାନ; କେତୋଟି କଥା

ଜଷ୍ଟିସ୍ ମାର୍କଣ୍ଡେୟ କାଟଜୁ, ଭାରତର ସୁପ୍ରିମ୍ କୋର୍ଟର ପୂର୍ବତନ ବିଚାରପତି, ପ୍ରେସ୍ କାଉନସିଲ୍ ଅଫ ଇଣ୍ଡିଆ ର ପୂର୍ବତନ ଅଧ୍ୟକ୍ଷ ଓ ସମ୍ପ୍ରତି ସୋସିଆଲ୍ ମିଡିଆ ରେ ସବୁଠୁ ବେଶୀ ଗାଳି ଦେଉଥିବା ଓ ଗାଳି ଖାଉଥିବା ଏକ ଚରିତ୍ର ।

ପ୍ରଥମ ଓଡିଆ ସମ୍ବାଦପତ୍ର ଉତ୍କଳ ଦୀପିକା; ଦଶଟି ପ୍ରମୁଖ କଥା

ପ୍ରଥମ ପୂର୍ନାଂଗ ଓଡିଆ ସମ୍ବାଦପତ୍ର ରୂପେ ୧୧, ଅଗଷ୍ଟ ୧୮୬୬ ଦିନ ପ୍ରଥମ ସାପ୍ତାହିକ ଓଡିଆ ସମ୍ବାଦପତ୍ର “ଉତ୍କଳ ଦୀପିକା” ପ୍ରକାଶ ପାଇଥିଲା ।

ଭାବ ସମୁଦ୍ରରେ ଅନନ୍ତ ସପ୍ତକ; ନିମାଇଁ ଚରଣ ହରିଚନ୍ଦନଂକ ବାଣୀକଣ୍ଠ

୧୯୧୬ ମସିହାରେ ନିମାଇଁ ତାଂକର ସମ୍ପର୍କୀୟ ଗୋକୂଳ ଶ୍ରୀଚନ୍ଦନଙ୍କ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ନିମାଇଁଙ୍କ କକେଇ ଗୋକୁଳଚନ୍ଦ୍ର ଶ୍ରୀଚନ୍ଦନ ଥିଲେ ସେତେବେଳର ଓଡିଶାରେ ଏକମାତ୍ର ସଂଗୀତ ବିଶାରଦ।

ସ୍ୱତନ୍ତ୍ର ଓଡ଼ିଶା ଆନ୍ଦୋଳନର ମାଇଲଖୁଣ୍ଟଟିଏ

ଭାରତବର୍ଷର ଯେକୌଣସି ଅନ୍ୟାନ୍ୟ ଉନ୍ନତ ଜାତି ଭଳି ଓନିଆମାନେ ମଧ୍ୟ ଏକ ସ୍ୱଚ୍ଛ, ଐତିହ୍ୟପୂର୍ଣ୍ଣ, ଜାଜ୍ୱଲ୍ୟମାନ ଅତୀତର ଅଧିକାରୀ ହୋଇଥିଲେ ମଧ୍ୟ ଉନ୍ନତ, ସଂସ୍କୃତିସମ୍ପନ୍ନ, ବହୁ ସଂଖ୍ୟକ ଅଧିବାସୀଙ୍କୁ ବର୍ତ୍ତମାନ ଅତ୍ୟନ୍ତ ମର୍ମାନ୍ତିକ ଦୁଃଖଦାୟକ ପରିବେଶ ମଧ୍ୟରେ ରଖାଯାଇଛି ।

This website uses cookies.

Read More