Tag: ଓଡିଶା

ଅକ୍ଷୟ ମହାଂତିଙ୍କ ଗୀତ ଓ ଓଡିଶାର ସାମାଜିକ ଇତିହାସ

ସତକଥା କହିବାକୁ ଗଲେ ଓଡିଶାରେ ଅକ୍ଷୟ ମହାଂତିଂକ ଗୀତ ଶୁଣିନଥିବା ଲୋକ କେହି ନଥାନ୍ତି। ଓଡିଶାର ସାମାଜିକ ଜୀବନରେ ଅକ୍ଷୟ…

ସତକଥା କହିବାକୁ ଗଲେ ଓଡିଶାରେ ଅକ୍ଷୟ ମହାଂତିଂକ ଗୀତ ଶୁଣିନଥିବା ଲୋକ କେହି ନଥାନ୍ତି। ଓଡିଶାର ସାମାଜିକ ଜୀବନରେ ଅକ୍ଷୟ ମହାନ୍ତି, ଏକ କିମ୍ବଦନ୍ତି, ଅନେକ କାହାଣୀର ନାୟକ, ଅନେକ ପାପ ଓ ପୂଣ୍ୟର ମୂର୍ଛନା।

ଓଡିଶାର ଦେବୀ ପରମ୍ପରା ସମ୍ପର୍କରେ କେତୋଟି ତଥ୍ୟ

ଓଡିଶାରେ ତନ୍ତ୍ର ଓ ଶାକ୍ତ ମତର ପ୍ରମାଣସିଦ୍ଧ ପରମ୍ପରା ଅନ୍ତତଃ ୨୦୦୦ ବର୍ଷର । ଶାସ୍ତ୍ର, ସ୍ଥାପତ୍ୟ, ଉପଚାର ଓ…

ଓଡିଶାରେ ତନ୍ତ୍ର ଓ ଶାକ୍ତ ମତର ପ୍ରମାଣସିଦ୍ଧ ପରମ୍ପରା ଅନ୍ତତଃ ୨୦୦୦ ବର୍ଷର । ଶାସ୍ତ୍ର, ସ୍ଥାପତ୍ୟ, ଉପଚାର ଓ ପ୍ରତିଷ୍ଠା ଭିତରେ ତନ୍ତ୍ରର ପ୍ରଭାବ ତ ରହିଛି, ତା’ ବାହାରେ ଲୋକାଚାରରେ ଓ ଲୋକକଳ୍ପନାରେ ତନ୍ତ୍ର ର ଭୂମିକା ବେଶ୍ ପ୍ରଭାବଶାଳୀ ।

ଗାନ୍ଧି ଓ ଓଡିଶା ; ଦଶଟି ପ୍ରମୁଖ ତଥ୍ୟ

ଓଡିଶାରେ ଗାଂଧିଂକ ରହଣୀ ଖୁବ ବେଶୀ ଦିନର ନୁହଁ । ୧୯୨୧ ରୁ ୧୯୪୬, ୨୫ ବର୍ଷ ଭିତରେ ଗାନ୍ଧି…

ଓଡିଶାରେ ଗାଂଧିଂକ ରହଣୀ ଖୁବ ବେଶୀ ଦିନର ନୁହଁ । ୧୯୨୧ ରୁ ୧୯୪୬, ୨୫ ବର୍ଷ ଭିତରେ ଗାନ୍ଧି ସାତ ଥର ଓଡିଶାକୁ ଆସିଛନ୍ତି । ସାତ ଥର ଯାତ୍ରା ରେ ତାଂକର ସମୁଦାୟ ଓଡିଶା ରହଣୀ ଦିବସ ହେଉଛି ୬୯ ଦିନ ।

ଲୁଲୁ ମହାପାତ୍ର ; ଜୀବନ ଓ ରାଜନୀତିକୁ ନେଇ କିଛି କଥା

ତାଂକର ଦାମ୍ଭିକତା, ନିର୍ଭୀକତା , ଅପ୍ରିୟ ସତ କହିବାର ସାହସ ଓ ରାଜନୀତିରେ ଦୁଃସାହସିକତା ପ୍ରଦର୍ଶନ କରିବାର ପ୍ରବଣତା ତାଂକୁ…

ତାଂକର ଦାମ୍ଭିକତା, ନିର୍ଭୀକତା , ଅପ୍ରିୟ ସତ କହିବାର ସାହସ ଓ ରାଜନୀତିରେ ଦୁଃସାହସିକତା ପ୍ରଦର୍ଶନ କରିବାର ପ୍ରବଣତା ତାଂକୁ ଅନନ୍ୟ ନେତାର ଗୌରବ ପ୍ରଦାନ କରିଥିଲା ।

ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବକୁ ନେଇ କେତୋଟି କଥା

ପୃଥିବୀ ସାରା ଓଡିଶୀ ନୃତ୍ୟର ଯେଉଁ ଆଦର ଓ ଆଗ୍ରହ, ସେଥିରେ ଗୁରୁଜୀଂକର ଭୂମିକା ସବୁଠୁ ବେଶୀ ।ତାଂକରି ସ୍ମୃତିରେ…

ପୃଥିବୀ ସାରା ଓଡିଶୀ ନୃତ୍ୟର ଯେଉଁ ଆଦର ଓ ଆଗ୍ରହ, ସେଥିରେ ଗୁରୁଜୀଂକର ଭୂମିକା ସବୁଠୁ ବେଶୀ ।ତାଂକରି ସ୍ମୃତିରେ ତାଂକ ହାତ ଗଢା ଅନୁଷ୍ଠାନ “ସୃଜନ” ପ୍ରତିବର୍ଷ ଭୁବନେଶ୍ଵରରେ ପାଳନ ଆସୁଛି ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ। ଗୁରୁ ବଂଚିଥିବା ସମୟରୁ ଏହି ଉତ୍ସବର ଆରମ୍ଭ।

ମହାନଦୀ ପାଣିକୁ ନେଇ ଓଡ଼ିଶା ରାଜନୀତିର ନୂଅ। ସମୀକରଣ

ତେବେ ମହାନଦୀ ରକ୍ତରେ ନୁହେଁ ବରଂ ପାଣିରେ ପରିପୁଷ୍ଟ ହେବା ଦରକାର । ମହାନଦୀ କାହାର ରକ୍ତରେ ହେଇ ନାହିଁ…

ତେବେ ମହାନଦୀ ରକ୍ତରେ ନୁହେଁ ବରଂ ପାଣିରେ ପରିପୁଷ୍ଟ ହେବା ଦରକାର । ମହାନଦୀ କାହାର ରକ୍ତରେ ହେଇ ନାହିଁ କିମ୍ବା କାହାର ଶେଷ ନିଃଶ୍ୱାସରେ ମହୀୟାନ୍ ହେବାକୁ ଅପେକ୍ଷା କରେନାହିଁ । ମହାନଦୀ ଓଡ଼ିଶାର ଜୀବନରେଖା ।

This website uses cookies.