ପ୍ରବାସୀ ଓଡିଆ ଝିଅଙ୍କ ଦୁବାଇ ରେ ଓଡ଼ିଶୀ ନୃତ୍ୟ ପରିବେଷଣ
ୟୋଗେଶ ଭାୟାଣୀ ଦୁବାଇ, ମାର୍ଚ ୨୮ ( ଓଡିଶା ଡଟ କମ)ସଂଯୁକ୍ତ ରାଷ୍ଟ୍ର ଏମିରେଟସ ରେ ବାସ କରୁଥିବା ପ୍ରବାସୀ ଓଡ଼ିଆ କୁନି ଝିଅ ମାନଙ୍କର ସମୂହ ଦୁବାଇର ଗ୍ଲୋବାଲ ଭିଲେଜର ଇଣ୍ଡିଆ ପେଭିଲିଅନରେ ନିକଟରେ ପରିବେଷଣ କରିଥିବା ଓଡ଼ିଶୀ ନୃତ୍ୟ ସମସ୍ତଙ୍କ ଦ୍ଵାରା ପ୍ରଶଂସିତ ହୋଇଛି । “ତପସ୍ୟା ଡ୍ୟାନ୍ସର୍ସ” ର ଛାତ୍ରୀ ଅକ୍ସୀତା...