ବଡଦିନ ପାଇଁ କନ୍ଧମାଳରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
ବନ୍ଦ ଡାକରା ସଂପର୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ସୂଚନା ନାହିଁ କିମ୍ବା ବନ୍ଦ ହେବ ନାହିଁ ବୋଲି ଜିଲ୍ଲାପାଳ ଭୂପିନ୍ଦର ସିଂ ପୁନିଆ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଶାନ୍ତି କମିଟି ବୈଠକରେ ସୂଚନା ଦେଇଥିଲେ ।