Tag Archives: ଗିରିଧର ଗମାଙ୍ଗ

ରାଜନୀତି

ପୁଅ ସହ ବିଜେପିରେ ଯୋଗଦେଲେ ଗିରିଧର

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, ପାର୍ଟିରେ ଉପଯୁକ୍ତ ସମ୍ମାନ ନ ମିଳିବା ତଥା ବାରମ୍ବାର ଅପମାନିତ ହେବା ଦର୍ଶାଇ ଗିରିଧର ଗମାଙ୍ଗ ମଇ ୩୦ ତାରିଖ ଦିନ କଂଗ୍ରେସ ପାର୍ଟି ର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଘୋଷଣା କରିଥିଲେ ।

ବିସ୍ତୃତ
ରାଜନୀତି

ଗିରିଧର, ପୁଅ ଶିଶିରଙ୍କ ବିଜେପିରେ ଯୋଗଦେବା ରାସ୍ତା ପରିଷ୍କାର

ଗମାଙ୍ଗ ଓ ଶିଶିର ସାହାଙ୍କୁ ତାଙ୍କ ନୂଆ ଦିଲ୍ଲୀ ସ୍ଥିତ ବାସଭବନରେ ଭେଟି ପାର୍ଟିରେ ଯୋଗଦେବା ପାଇଁ ଆଗ୍ରହ ପ୍ରକାଶ କରିଥିଲେ । ସାହଙ୍କା ସାହା ତାଙ୍କର ଘଣ୍ଟା ବ୍ୟାପୀ ଆଲୋଚନା ହୋଇଥିଲା । ଏହି ଆଲୋଚନା ସମୟରେ ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ତୈଳ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ବିଜେପିର ରାଜ୍ୟ ପ୍ରଭାରୀ ଅରୁଣ ସିଂହ ଉପସ୍ଥିତ ଥିଲେ ।

ବିସ୍ତୃତ
ରାଜନୀତି

ଗିରିଧର ଗମାଙ୍ଗ, ପୁତ୍ର ଶିଶିର ବିଜେପିରେ ମିଶିବା ପାଇଁ ଆଗ୍ରହୀ

କନକ ଟିଭି ସହ ଏକ ସାକ୍ଷାତକାର ରେ ସେ କହିଛନ୍ତି ଯେ ଦୁହେଁ ଖୁବ ଶୀଘ୍ର ନୂଆ ଦିଲ୍ଲୀ ଯାଇ ବିଜେପି ନେତାମାନଙ୍କସହ ଆଲୋଚନା କରି ତାଙ୍କର ଇଚ୍ଛା ଜାହିର କରିବେ ।ଇସ୍ତଫା ଦେଇଥିବାରୁ କଂଗ୍ରେସ ପାର୍ଟିକୁ ପ୍ରତ୍ୟାବର୍ତ୍ତନ କରିବାର ପ୍ରଶ୍ନ ଉଠୁ ନାହିଁ ବୋଲି ସେ କହିଛନ୍ତି ।

ବିସ୍ତୃତ
ରୋକ ଠୋକ

ଓଡିଶାରେ ଆଦିବାସୀ ନେତୃତ୍ୱ ; କିଛି ପ୍ରଶ୍ନ (ରୋକ୍ ଠୋକ୍ )

ଆଜି ପର୍ଯ୍ୟନ୍ତ ରାଜ୍ୟପାଳ ପଦରେ ଉଚ୍ଚବର୍ଗର ନେତୃତ୍ୱ ପ୍ରାଧାନ୍ୟ ପାଇ ଆସୁଥିଲେ । ପ୍ରଥମ ଥର ଜଣେ ଆଦିବାସୀ ମହିଳା ଏହି ପଦବୀ ପାଇଥିବାରୁ ତାକୁ ନେଇ ଅନେକ ଅସୂୟା ଭାବ ପ୍ରକାଶ କରୁଛନ୍ତି । ଜଣେ ପୂର୍ବତନ ଲୋକସଭା ସାଂସଦ ଦ୍ରୌପଦୀଙ୍କର ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ସ୍ୱାଭାବିକ ଭାବରେ ଏହି ପୂର୍ବତନ ସାଂସଦ ଜଣଙ୍କ ଉଚ୍ଚ ବର୍ଗର ପ୍ରତିନିଧି ।

ବିସ୍ତୃତ
ରାଜନୀତି

କଂଗ୍ରେସ ଛାଡିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ

୭୨ ବର୍ଷ ବୟସ୍କ ଗମାଙ୍ଗ ଫେବୃୟାରୀ ୧୭ ୧୯୯୯ ରୁ ଡିସେମ୍ବର ୬ ୧୯୯୯ ପର୍ଯ୍ୟନ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ଵ ତୁଲାଇବା ସହ ଅତୀତ ରେ ନଅ ଥର ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି ।

ବିସ୍ତୃତ