ଓଡିଶା ନ୍ୟୁଜ/ Odisha News

Tag Archives: ଧର୍ମେନ୍ଦ୍ର ପ୍ରଧାନ

ରୋକ ଠୋକ

ଓଡିଶାରେ ଆଦିବାସୀ ନେତୃତ୍ୱ ; କିଛି ପ୍ରଶ୍ନ (ରୋକ୍ ଠୋକ୍ )

ଆଜି ପର୍ଯ୍ୟନ୍ତ ରାଜ୍ୟପାଳ ପଦରେ ଉଚ୍ଚବର୍ଗର ନେତୃତ୍ୱ ପ୍ରାଧାନ୍ୟ ପାଇ ଆସୁଥିଲେ । ପ୍ରଥମ ଥର ଜଣେ ଆଦିବାସୀ ମହିଳା ଏହି ପଦବୀ ପାଇଥିବାରୁ ତାକୁ ନେଇ ଅନେକ ଅସୂୟା ଭାବ ପ୍ରକାଶ କରୁଛନ୍ତି । ଜଣେ ପୂର୍ବତନ ଲୋକସଭା ସାଂସଦ ଦ୍ରୌପଦୀଙ୍କର ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ସ୍ୱାଭାବିକ ଭାବରେ ଏହି ପୂର୍ବତନ ସାଂସଦ ଜଣଙ୍କ ଉଚ୍ଚ ବର୍ଗର ପ୍ରତିନିଧି ।

ବିସ୍ତୃତ
ଅର୍ଥ-ବ୍ୟବସାୟସଭା ସମିତି

ଓଏନଜିସିର ଓଡ଼ିଶା କାର୍ଯ୍ୟାଳୟର ଉଦଘାଟନ

ଓଏନଜିସିର ଭୁବନେଶ୍ୱରଠାରେ ଉଦଘାଟିତ ହୋଇଥିବା ନୂତନ ରାଜ୍ୟ କାର୍ଯ୍ୟାଳୟ ମହାନଦୀ ଅବବାହିକାରେ ନୂତନ ଶକ୍ତି ଉତ୍ସର ଅନ୍ୱେଷଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା କ୍ଷେତ୍ରରେ ବିଶେଷ ସହାୟକ ହେବ ବୋଲି ସେ କହିଥିଲେ ।

ବିସ୍ତୃତ