Tag Archives: ନୂଆପଡ଼ା

ରାଜନୀତି

ପ୍ରଶାସନିକ ଅଦଳବଦଳ, ନଅ ଜଣ ଜିଲ୍ଲାପାଳଙ୍କ ବଦଳି

ଯାମିନି ଷଡଙ୍ଗୀ କନ୍ଧମାଳର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ବିଜୟ କୁମାର ଉପାଧ୍ୟାୟ ଜଗତସିଂହପୁର ର ନୂଆଁ ଜିଲ୍ଲାପାଳ ହେବେ । ଭି ଜୟା କୁମାର, ଏନ ଥିରୁମାଲା ନାୟକ, ରସ୍ମିତା ପଣ୍ଡା, ଡି ବୃନ୍ଦା, ଓ ସାଦିକ ଆଲମଙ୍କୁ ଯଥାକ୍ରମେ କୋରାପୁଟ, କେଉଁଝର, ନବରଙ୍ଗପୁର, କଳାହାଣ୍ଡି, ଓ ନୂଆପଡା ଜିଲ୍ଲାର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି ।

ବିସ୍ତୃତ
ମୁଖ୍ୟ ଖବର

ନିହତ ଏଏସ୍ଆଇଙ୍କ ପରିବାରକୁ ବୀମା ଓ ସ୍ୱତନ୍ତ୍ର ପେନ୍ସନ୍

ଏହା ଅତ୍ୟନ୍ତ ଅମାନୁଷିକ ଓ ବର୍ବର ଘଟଣା । ଅପରାଧୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବିସ୍ତୃତ