ପରମ୍ପରା

ଓଡିଶାର ଦେବୀ ପରମ୍ପରା ସମ୍ପର୍କରେ କେତୋଟି ତଥ୍ୟ

ଓଡିଶାରେ ତନ୍ତ୍ର ଓ ଶାକ୍ତ ମତର ପ୍ରମାଣସିଦ୍ଧ ପରମ୍ପରା ଅନ୍ତତଃ ୨୦୦୦ ବର୍ଷର । ଶାସ୍ତ୍ର, ସ୍ଥାପତ୍ୟ, ଉପଚାର ଓ ପ୍ରତିଷ୍ଠା ଭିତରେ ତନ୍ତ୍ରର ପ୍ରଭାବ ତ ରହିଛି, ତା’ ବାହାରେ ଲୋକାଚାରରେ ଓ ଲୋକକଳ୍ପନାରେ ତନ୍ତ୍ର ର ଭୂମିକା ବେଶ୍ ପ୍ରଭାବଶାଳୀ ।

ବିଭୂତି ପଟ୍ଟନାୟକ; ଶତ ସହସ୍ର କାହାଣୀର ଏକଇ ନାୟକ

ବିଭୂତି ପଟ୍ଟନାୟକଂକୁ ପଢିନଥିବା ଓଡିଆ ପାଠକ ନାହାନ୍ତି ବା ନଥିଲେ । ଓଡିଆ କଥା ସାହିତ୍ୟ ଓ ବିଭୂତି ପଟ୍ଟନାୟକ ଗତ ପଚାଶ ବର୍ଷ ଧରି ଗୋଟିଏ ପରିଚୟରେ ଆବଦ୍ଧ। ଓଡିଆ ଉପନ୍ୟାସର ସବୁଠୁ ମହାନ ପରମ୍ପରା ପାଖରେ ପହଂଚିବାକୁ ହେଲେ ବିଭୂତି ବାବୁଂକ ବାଟ ଦେଇ ଯିବାକୁ ଓଡିଆ ପାଠକ ବାଧ୍ୟ।

ସୁବର୍ଣପୁରର ଲଂକାପୋଡି ଉତ୍ସବ; ଏକ ନିଆରା ପରମ୍ପରା

ସୋନପୁର ର ଦୁଇଟି କାରିଗର ଗୋଷ୍ଠୀ କୁମ୍ଭାର ଓ ଚିତ୍ରକର, ଏହି ଯାତ୍ରାର ମୁଖ୍ୟ ଯୋଗାଣିଆଁ । ଚିତ୍ରକର ମାନେ କାଠରେ ତିଆରି ହାତୀ, ଘୋଡା, ବଳଦ ଇତ୍ୟାଦିରେ ରଂଗ ଦେଇ , କାଠ ଚକ ଖଂଜି ବଜାରରେ ବିକ୍ରୀ କରନ୍ତି।

ବିଜୟ ଏକ ଉଚ୍ଛ୍ଵାସର ବାର୍ଷିକ ମହୋତ୍ସବରେ ପ୍ରବାସୀ ଓଡିଆଙ୍କୁ ସମ୍ମାନ

ପ୍ରଥମ ଥର ପାଇଁ ଟ୍ରଷ୍ଟ ସାମାଜିକ ସେବା ସମ୍ମାନ ନାମରେ ଚଳିତ ବର୍ଷ ଠାରୁ ଏକ ନୂତନ ପୁରସ୍କାର ଆରମ୍ଭ କରାଯାଇଥିବା ଟ୍ରଷ୍ଟ ତରଫରୁ ଘୋଷଣା କରା ଯାଇଥିଲା। ଏହି ପୁରସ୍କାର ପାଇଥିଲେ ମୁମ୍ବାଇର ପୂର୍ବତନ ପୁଲିସ ମହାନିର୍ଦେଶକ ଅରୂପ ପଟନାୟକ ।

ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବକୁ ନେଇ କେତୋଟି କଥା

ପୃଥିବୀ ସାରା ଓଡିଶୀ ନୃତ୍ୟର ଯେଉଁ ଆଦର ଓ ଆଗ୍ରହ, ସେଥିରେ ଗୁରୁଜୀଂକର ଭୂମିକା ସବୁଠୁ ବେଶୀ ।ତାଂକରି ସ୍ମୃତିରେ ତାଂକ ହାତ ଗଢା ଅନୁଷ୍ଠାନ “ସୃଜନ” ପ୍ରତିବର୍ଷ ଭୁବନେଶ୍ଵରରେ ପାଳନ ଆସୁଛି ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ। ଗୁରୁ ବଂଚିଥିବା ସମୟରୁ ଏହି ଉତ୍ସବର ଆରମ୍ଭ।

ରାଣୀପୁର-ଝରିଆଲର ଚଉଶଠି ଯୋଗିନୀ ମନ୍ଦିର ସମ୍ପର୍କରେ ଦଶଟି ତଥ୍ୟ

ରାଣିପୁର –ଝରିଆଲ ର ୬୪ ଯୋଗିନୀ ମନ୍ଦିର ସହିତ ଏଠାରେ ଆହୁରି ଅନେକ ଶିବ, ଶକ୍ତି ଓ ଭୈରବଂକ ମନ୍ଦିର ରହିଛି ।

ଶୀତଳ ଷଷ୍ଠୀ ଯାତ୍ରା –ଯାହା ଆପଣ ଜାଣିବାକୁ ଚାହାନ୍ତି

ବିଶେଷ କରି ସମ୍ବଲପୁର ସହର ଓ ପଶ୍ଚିମ ଓଡିଶାର ବିଭିନ୍ନ ଶୈବ ପୀଠ ମାନଂକରେ ଶୀତଳ ଷଷ୍ଠୀ ପର୍ବ ମହା ସମାରୋହରେ ପାଳିତ ହୋଇଥାଏ।

ମଙ୍ଗଳବାର ବଲାଙ୍ଗୀର ସୁଲିଆ ଯାତ୍ରା:ମୁଖ୍ୟ ଖଳାରେ ୧୪୪ ଧାରା

ଚଳିତବର୍ଷ ମଧ୍ୟ ଆଦିବାସୀ ନେତାଙ୍କ ସହ ପ୍ରଶାସନ ଆଲୋଚନା କରିଥିଲା । ବଳିବନ୍ଦ ପାଇଁ ନିବେଦନ କରିଥିଲା । କିନ୍ତୁ ଆଦିବାସୀ ପରମ୍ପରା ବଜାୟ ରଖିବାକୁ ଜିଦ୍ ଧରି ସୁଲିଆପିଠରେ ବଳି ପଡିବ ବୋଲି କହିଛନ୍ତି ଆଦିବାସୀ କଲ୍ୟାଣ ମହାସଂଘର ସଭାପତି ବ୍ରଜ କିଶୋର ସିଂ ଭୋଇ ।

ହେରିଟେଜ୍ ଇଣ୍ଡିଆ କୁଇଜ୍: ଡ଼ିଏଭି ଚନ୍ଦ୍ରଶେଖରପୁର ଚମ୍ପିୟାନ

HZòjý icé¡ _eµeû ij QûZâQûZâúuê _eòPòZ KeûAaû _ûAñ iòaòGiþA \ßûeû@ûùdûRòZ ùjeòùURþ AŠò@û KêARþùe WÿòGbò P¦âùgLe_êe ùRû^ûf Pµòdû^ ùjûAQò û

This website uses cookies.

Read More