ଓଡିଶାର ଦେବୀ ପରମ୍ପରା ସମ୍ପର୍କରେ କେତୋଟି ତଥ୍ୟ
ଓଡିଶାରେ ତନ୍ତ୍ର ଓ ଶାକ୍ତ ମତର ପ୍ରମାଣସିଦ୍ଧ ପରମ୍ପରା ଅନ୍ତତଃ ୨୦୦୦ ବର୍ଷର । ଶାସ୍ତ୍ର, ସ୍ଥାପତ୍ୟ, ଉପଚାର ଓ ପ୍ରତିଷ୍ଠା ଭିତରେ ତନ୍ତ୍ରର ପ୍ରଭାବ ତ ରହିଛି, ତା’ ବାହାରେ ଲୋକାଚାରରେ ଓ ଲୋକକଳ୍ପନାରେ ତନ୍ତ୍ର ର ଭୂମିକା ବେଶ୍ ପ୍ରଭାବଶାଳୀ ।
ଓଡିଶାରେ ତନ୍ତ୍ର ଓ ଶାକ୍ତ ମତର ପ୍ରମାଣସିଦ୍ଧ ପରମ୍ପରା ଅନ୍ତତଃ ୨୦୦୦ ବର୍ଷର । ଶାସ୍ତ୍ର, ସ୍ଥାପତ୍ୟ, ଉପଚାର ଓ ପ୍ରତିଷ୍ଠା ଭିତରେ ତନ୍ତ୍ରର ପ୍ରଭାବ ତ ରହିଛି, ତା’ ବାହାରେ ଲୋକାଚାରରେ ଓ ଲୋକକଳ୍ପନାରେ ତନ୍ତ୍ର ର ଭୂମିକା ବେଶ୍ ପ୍ରଭାବଶାଳୀ ।
ବିଭୂତି ପଟ୍ଟନାୟକଂକୁ ପଢିନଥିବା ଓଡିଆ ପାଠକ ନାହାନ୍ତି ବା ନଥିଲେ । ଓଡିଆ କଥା ସାହିତ୍ୟ ଓ ବିଭୂତି ପଟ୍ଟନାୟକ ଗତ ପଚାଶ ବର୍ଷ ଧରି ଗୋଟିଏ ପରିଚୟରେ ଆବଦ୍ଧ। ଓଡିଆ ଉପନ୍ୟାସର ସବୁଠୁ ମହାନ ପରମ୍ପରା ପାଖରେ ପହଂଚିବାକୁ ହେଲେ ବିଭୂତି ବାବୁଂକ ବାଟ ଦେଇ ଯିବାକୁ ଓଡିଆ ପାଠକ ବାଧ୍ୟ।
ସୋନପୁର ର ଦୁଇଟି କାରିଗର ଗୋଷ୍ଠୀ କୁମ୍ଭାର ଓ ଚିତ୍ରକର, ଏହି ଯାତ୍ରାର ମୁଖ୍ୟ ଯୋଗାଣିଆଁ । ଚିତ୍ରକର ମାନେ କାଠରେ ତିଆରି ହାତୀ, ଘୋଡା, ବଳଦ ଇତ୍ୟାଦିରେ ରଂଗ ଦେଇ , କାଠ ଚକ ଖଂଜି ବଜାରରେ ବିକ୍ରୀ କରନ୍ତି।
ପ୍ରଥମ ଥର ପାଇଁ ଟ୍ରଷ୍ଟ ସାମାଜିକ ସେବା ସମ୍ମାନ ନାମରେ ଚଳିତ ବର୍ଷ ଠାରୁ ଏକ ନୂତନ ପୁରସ୍କାର ଆରମ୍ଭ କରାଯାଇଥିବା ଟ୍ରଷ୍ଟ ତରଫରୁ ଘୋଷଣା କରା ଯାଇଥିଲା। ଏହି ପୁରସ୍କାର ପାଇଥିଲେ ମୁମ୍ବାଇର ପୂର୍ବତନ ପୁଲିସ ମହାନିର୍ଦେଶକ ଅରୂପ ପଟନାୟକ ।
ପୃଥିବୀ ସାରା ଓଡିଶୀ ନୃତ୍ୟର ଯେଉଁ ଆଦର ଓ ଆଗ୍ରହ, ସେଥିରେ ଗୁରୁଜୀଂକର ଭୂମିକା ସବୁଠୁ ବେଶୀ ।ତାଂକରି ସ୍ମୃତିରେ ତାଂକ ହାତ ଗଢା ଅନୁଷ୍ଠାନ “ସୃଜନ” ପ୍ରତିବର୍ଷ ଭୁବନେଶ୍ଵରରେ ପାଳନ ଆସୁଛି ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ। ଗୁରୁ ବଂଚିଥିବା ସମୟରୁ ଏହି ଉତ୍ସବର ଆରମ୍ଭ।
ରାଣିପୁର –ଝରିଆଲ ର ୬୪ ଯୋଗିନୀ ମନ୍ଦିର ସହିତ ଏଠାରେ ଆହୁରି ଅନେକ ଶିବ, ଶକ୍ତି ଓ ଭୈରବଂକ ମନ୍ଦିର ରହିଛି ।
This website uses cookies.