ଓଡିଶା ନ୍ୟୁଜ/ Odisha News

Tag Archives: ପଶ୍ଚିମ ଓଡ଼ିଶା

ପ୍ରବାସୀ ଓଡିଆ

ଦୁବାଇ ଠାରେ ପ୍ରବାସୀ ଓଡିଆଙ୍କ ପୁଷପୁନି ପାଳନ

ଓଡିଶା ଡଟକମ ସଂବାଦ ଦାତା ଦୁବାଇ, ଜାନୁଆରୀ ୨୧ (ଓଡିଶା ଡଟ କମ) ଦୁବାଇ ଠାରେ ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣ ପର୍ବ ପୁଷପୁନି ବ୍ୟାପକ ଜାକ ଜମକରେ ଶୁକ୍ରବାର ପାଳନ କରିଛନ୍ତି ସେଠାରେ ରହୁଥିବା ପ୍ରବାସୀ ଓଡିଆ। ଏଆଇ ବର୍ଷା ପଣ୍ଡ ପାର୍କରେ ଅନୁଷ୍ଠିତ ଏହି ଗୋଟିଏ ଦିନ ବ୍ୟାପି କାର୍ଯ୍ୟକ୍ରମରେ ଭାଗ...

ବିସ୍ତୃତ
ମନୋରଞ୍ଜନ

ଗୀତର ନାଁ ଗୁରୁବାରୀ, ଜୀବନର ନାଁ ଡାଲଖାଇ: ଏକ ଶ୍ରଦ୍ଧାଞ୍ଜଳି 

ତାଂକ ନୃତ୍ୟ ର ଉଦ୍ଦାମ ଛନ୍ଦ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ତନ୍ମୟ କରିଥିଲା। ଗୁରୁବାରୀଂକ ସହ ପାଦରେ ପାଦ ମିଳାଇ ଇନ୍ଦିରା ନାଚି ପକେଇଥିଲେ।ତାହାହିଁ ଥିଲା ସମ୍ବଲପୁରୀ ନାଚକୁ ଜାତୀୟ ସ୍ଵୀକୃତି ମିଳିବାର ପ୍ରଥମ ପାହାଚ ।

ବିସ୍ତୃତ
ଧର୍ମମୁଖ୍ୟ ଖବର

ଓଡିଶାର ଦେବୀ ପରମ୍ପରା ସମ୍ପର୍କରେ କେତୋଟି ତଥ୍ୟ

ଓଡିଶାରେ ତନ୍ତ୍ର ଓ ଶାକ୍ତ ମତର ପ୍ରମାଣସିଦ୍ଧ ପରମ୍ପରା ଅନ୍ତତଃ ୨୦୦୦ ବର୍ଷର । ଶାସ୍ତ୍ର, ସ୍ଥାପତ୍ୟ, ଉପଚାର ଓ ପ୍ରତିଷ୍ଠା ଭିତରେ ତନ୍ତ୍ରର ପ୍ରଭାବ ତ ରହିଛି, ତା’ ବାହାରେ ଲୋକାଚାରରେ ଓ ଲୋକକଳ୍ପନାରେ ତନ୍ତ୍ର ର ଭୂମିକା ବେଶ୍ ପ୍ରଭାବଶାଳୀ ।

ବିସ୍ତୃତ
ଜଣା ଅଜଣାପରିବେଶ

ନୁଆଁଖାଇ ତିହାର: ଦଶଟି ଜାଣିବା କଥା

ସବୁଠୁ ବଡ କଥା ହେଲା, ପରିବାରର ଯିଏ ଯେଉଁଠି ଥାଆନ୍ତୁ, ଘରକୁ ଫେରିବା ଆରମ୍ଭ କରନ୍ତି । ଏତେ ସବୁ ଆୟୋଜନ ଓ ପ୍ରାୟୋଜନ ର ଏକମାତ୍ର ଉଦ୍ଦେଶ୍ୟ ହେଉଛି ନୁଆଁଖାଇ, ପଶ୍ଚିମ ଓଡିଶାର ସବୁଠୁ ବଡ ପର୍ବ ।

ବିସ୍ତୃତ
ପ୍ରବାସୀ ଓଡିଆ

ମୁମ୍ବାଇ ପଶ୍ଚିମ ଓଡିଶା ପରିବାର ଦ୍ଵାରା ନୂଆଖାଇ ଭେଟ ଘାଟ

ଲିଉଡ ଚିତ୍ର ତାରକା ଟାଇଗର ସରଫ ମଧ୍ୟ ଏହି ଉତ୍ସବରେ ଯୋଗ ଦେଇ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଉତ୍ସବ ରେ ବଲାଙ୍ଗିର ଜିଲ୍ଲାର ଲୋଇସିଙ୍ଘାରୁ ଆସିଥିବା କଳାକାର ଡାଳଖାଇ, ରସରକେଲି, ଓ ରଙ୍ଗବତୀ ଆଦି ନୃତ୍ୟ ପରିବେଷଣ କରିଥିଲେ ।

ବିସ୍ତୃତ
ମନୋରଞ୍ଜନ

ରଙ୍ଗବତୀର ମହା ନାୟକ ଓ କେତେକ ବ୍ୟଥା

ହୁଏତ ଶାସନର ସାମାନ୍ୟ ଆନ୍ତରିକତା ତାଙ୍କୁ ଏହି କଠିନତାରୁ ମୁକ୍ତି ଦେଇ ପାରନ୍ତା । ତାଙ୍କର ଉତ୍ତର ବୟସରେ ତାଙ୍କର ନ୍ୟାୟ ଦେଇପାରନ୍ତା । ସମୟର ମହାନାୟକକୁ ତାର ପ୍ରାପ୍ୟ ଦିଆଯାଇ ପାରନ୍ତା... ।

ବିସ୍ତୃତ