Tag Archives: ପ୍ରଶାସକ

ରାଜନୀତି

ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ, ଅସିତ ତ୍ରିପାଠୀ ଗୃହ ସଚିବ

ସରକାରୀ ସୂତ୍ରରୁ ପ୍ରାପ୍ତ ଖବର ଅନୁସାରେ ତ୍ରିପାଠୀଙ୍କୁ ଶ୍ରମ ଓ ନିଯୁକ୍ତି ତଥା ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାର ଅଫିସର ତାରାଦତ୍ତଙ୍କୁ କେବିକେ ମୁଖ୍ୟ ପ୍ରଶାସକ ନିଯୁକ୍ତି ଦିଆଯାଇଥିବା ବେଳେ ତାଙ୍କୁ ଗୋପବନ୍ଧୁ ଏକାଡେମୀର ମୁଖ୍ୟ ଭାବେ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି ।

ବିସ୍ତୃତ
ରାଜନୀତି

ପ୍ରଶାସନିକ ଅଦଳବଦଳ, ନଅ ଜଣ ଜିଲ୍ଲାପାଳଙ୍କ ବଦଳି

ଯାମିନି ଷଡଙ୍ଗୀ କନ୍ଧମାଳର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ବିଜୟ କୁମାର ଉପାଧ୍ୟାୟ ଜଗତସିଂହପୁର ର ନୂଆଁ ଜିଲ୍ଲାପାଳ ହେବେ । ଭି ଜୟା କୁମାର, ଏନ ଥିରୁମାଲା ନାୟକ, ରସ୍ମିତା ପଣ୍ଡା, ଡି ବୃନ୍ଦା, ଓ ସାଦିକ ଆଲମଙ୍କୁ ଯଥାକ୍ରମେ କୋରାପୁଟ, କେଉଁଝର, ନବରଙ୍ଗପୁର, କଳାହାଣ୍ଡି, ଓ ନୂଆପଡା ଜିଲ୍ଲାର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି ।

ବିସ୍ତୃତ