Tag Archives: ବାଲ୍ୟ ବିବାହ

ଅପରାଧ

ବାଲ୍ୟ ବିବାହକୁ ନାଁ

କୋରାପୁଟ ଜିଲ୍ଲା ଗମକାପଦର ଗ୍ରାମର ଦଶମ ଶ୍ରେଣୀରେ ପଢୁଥିବା ଦୈମତି ସାନ୍ତା ନିଜ ପାଇଁ ଆସିଥିବା ବାହାଘର ପ୍ରସ୍ତାବକୁ ନାଁ କହିବା ସମସ୍ତଙ୍କୁ ଆଶ୍ଚର୍ଯ କରିଥିଲା । ତାଙ୍କ ଭଳି ଅନେକ ଝିଅ ଏଇ ବୟସରେ ବାହା ହୋଇଯିବା ବା ଉଧୁଲିଆ ପଳେଇବା ସେହି ଗାଁ ଓ ଆଖ ପାଖ ଅଞ୍ଚଳରେ ଏକ ସାଧାରଣ କଥା...

ବିସ୍ତୃତ
ଅପରାଧ

ବାଲ୍ୟ ବିବାହ ଅସିଦ୍ଧ ହେଉ

ଝିଅ ହେଉ ବା ପୁଅ, କମ ବୟସରେ ବାହା ହେଲେ ସେମାନଙ୍କର ପାଠ ପଢା ବ୍ୟାହତ ହୁଏ, ନିର୍ଯ୍ୟାତନା ଓ ମାନସିକ ଦୁଶ୍ଚିନ୍ତା ବଢେ, ସ୍ୱାସ୍ଥ୍ୟହାନୀ ହୁଏ । କହିବାକୁ ଗଲେ ଏହାଦ୍ୱାରା ବଂଚିବା, ସୁରକ୍ଷା, ବିକାଶ ଓ ସହଭାଗିତା ପ୍ରଭୃତି ସବୁ ପ୍ରକାରର ଶିଶୁ ଅଧିକାରର ଉଲଂଘନ ହୁଏ । କିଛି ବର୍ଷ ତଳେ...

ବିସ୍ତୃତ
ଶିକ୍ଷା

ଅଧାରୁ ପାଠ ଛାଡୁଥିବା ଝିଅ ଓ ବାଲ୍ୟ ବିବାହ

ଘାସିରାମ ପଣ୍ଡା ରାୟଗଡା ଜିଲ୍ଲା ଗୁଡାରି ବ୍ଲକର ଏକ ନିପଟ ମଫସଲ ଗାଁ ସିଲିମି । ଗାଁର ଦଳିତ ସାହିରେ ପ୍ରାୟ ୬୫ ପରିବାର । ସାହିରେ ବାଲ୍ୟ ବିବାହକୁ ନେଇ ଅଲୋଚନା ଚାଲିଥିଲା ବେଳେ ଆଖି ଆଗରେ ବସିଥିଲେ ୩୦ଟି ବାଳିକା ବଧୁ । ସମସ୍ତଙ୍କ କୋଳରେ ଗୋଟିଏ, ଦୁଇଟି ପିଲା । ତାଙ୍କ...

ବିସ୍ତୃତ