Tag Archives: ବିଶ୍ୱମାନବାଧିକାର ଦିବସ

ମାନବାଧିକାର

ମାନବାଧିକାର କର୍ମୀଙ୍କ ସମ୍ପର୍କରେ ଭୁଲ ଧାରଣା କାହିଁକି ?

ଦେଶରେ ଥିବା ମାନବାଧିକାର ସଂସ୍ଥାଗୁଡିକର କାମ ହେଉଛି ଯେଉଁଠି ପୁଲିସ୍, ସୁରକ୍ଷାକର୍ମୀ କିମ୍ବା ଅନ୍ୟ କୌଣସି ସରକାରୀ ଅଧିକାରୀଙ୍କ ଦ୍ୱାରା ମାନବାଧିକାର ଉଲଂଘନ ହେଉଛି, ତାହାକୁ ବିଚାର କରିବା । ଆଉ ଏଥିରେ ମାନବାଧିକାର କର୍ମୀମାନେ ହିଁ ସାହାଯ୍ୟ କରିଥାନ୍ତି । ସେମାନେ ଆଇନ ଅନୁଯାୟୀ ତଥ୍ୟ ସଂଗ୍ରହ କରି ବିଭିନ୍ନ ମାନବାଧିକାର ସଂସ୍ଥାକୁ ଜଣାଇଥାନ୍ତି ।

ବିସ୍ତୃତ
ଓଡିଶା ଖବର

ବିଶ୍ୱମାନବାଧିକାର ଦିବସ ସଚେତନତା ପାଇଁ ୨୫ କି.ମି. ମାନବ ଶୃଙ୍ଖଳ

ଓଡିଆ ସିନେମା ଓ ଟେଲି ଭିଜନର ନାମୀ କଳାକାର,ବରିଷ୍ଠ ସମ୍ବାଦିକ,ଅନେକ ଉଚ୍ଚପଦସ୍ଥ ସରକାରୀ କର୍ମଚାରୀ ମାନେ ମଧ୍ୟ ଏଥିରେ ସାମିଲ ହୋଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦଦ୍ୱାରାପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା ।

ବିସ୍ତୃତ