Tag Archives: ଭିତରକନିକା

ପରିବେଶପର୍ଯଟନବିଶେଷ ଖବର

କୁମ୍ଭୀର ମିଳନ ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ତିନି ମାସ ଭିତରକନିକା ବନ୍ଦ

ପର୍ଯ୍ୟଟକଙ୍କ କାର୍ଯ୍ୟକଳାପ ଯୋଗୁଁ କୁମ୍ଭୀରମାନଙ୍କ ମିଳନ ଏବଂ ଅଣ୍ଡା ଦେବା ବାଧାପ୍ରାପ୍ତ ହୋଇପାରେ ବୋଲି ଆଶଙ୍କା କରି ଏହି ବାରଣ କରାଯାଇଥିବା ଉଦ୍ୟାନର ଜଣେ ଅଧିକାରୀ କହିଛନ୍ତି । କୁମ୍ଭୀରମାନଙ୍କ ମିଳନ ସମୟରେ ବାଧା ଉପୁଜିଲେ ସେମାନେ ଭୟଙ୍କର ହୋଇ ପଡିବା ସହ ସମୟ ସମୟରେ ପରସ୍ପରକୁ ଆକ୍ରମଣ କରନ୍ତି ବୋଲି ସେ କହିଛନ୍ତି ।

ବିସ୍ତୃତ