Tag Archives: ମନ୍ଦିର

ଚିଠି ପତ୍ର

ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିମଳ ବ୍ୟବସ୍ଥା ପ୍ରତି ଧ୍ୟାନ ଦିଆଯାଉ (ଚିଠି ପତ୍ର)

ଶ୍ରୀମନ୍ଦିରର ସିଂହଦ୍ୱାର ଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ବୁଢିଆଣୀ ଓ ବାଦୁଡ଼ି ଓ ଚେମିଣୀ ମାନଙ୍କ ଜାଲ ଓହଳିଥିବା ମୁ ଦେଖିଥିଲି। ଠିକ ସେହି ପରି କେତେକ ସ୍ଥାନରେ ପାରା ମଳତ୍ୟାଗ କରିଥିବା ଦେଖିବାକୁ ପାଇଥିଲି । ସେ ସବୁ ନିୟମିତ ସଫା କରିବାର ଆବଶ୍ୟକତା ରହିଛି ।

ବିସ୍ତୃତ
ଓଡିଶା ଖବରମୁଖ୍ୟ ଖବର

ଶ୍ୟାମାକାଳୀ ଭବ୍ୟ ମନ୍ଦିର ପ୍ରତିଷ୍ଠା ପାଇଁ କଳସଯାତ୍ରା

ଏହି ଅବସରରେ ୨୪ ପ୍ରହରୀ ନାମଯଜ୍ଞ, ଚଉଷଠୀ ଉପଚାର ପୂଜା, ଚଣ୍ଡିଯଜ୍ଞ, ବିଶ୍ୱଶାନ୍ତି ମହାଯଜ୍ଞ, ଭଜନସଂଧ୍ୟା ଆଦିର ଆୟୋଜନ କରାଯାଇଛି ।

ବିସ୍ତୃତ