Tag: ମୁଖ୍ୟମନ୍ତ୍ରୀ

ସେ ବି ଦିନେ ମୁଖ୍ୟମନ୍ତ୍ରୀ ଥିଲେ; ନବକୃଷ୍ଣ ଚୌଧୁରିଂକ ବିଷୟରେ କିଛି କଥା

ଏପରିକି ସ୍ବାଧିନ ଭାରତରେ ବି ତାଂକୁ ଜେଲ୍ ଯିବାକୁ ପଡିଛି । ଜରୁରୀ କାଳୀନ ପରିସ୍ଥିତି କୁ ବିରୋଧ କରିବାରୁ…

ଏପରିକି ସ୍ବାଧିନ ଭାରତରେ ବି ତାଂକୁ ଜେଲ୍ ଯିବାକୁ ପଡିଛି । ଜରୁରୀ କାଳୀନ ପରିସ୍ଥିତି କୁ ବିରୋଧ କରିବାରୁ ସେତେବେଳେ ତାଂକୁ ଜେଲ୍ ଭିତରେ ସାଧାରଣ କଏଦୀ ଭାବରେ ରଖାଯାଇଥିଲା ।

ପାଞ୍ଚ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ସେ ଜୁନ ୧୫ ତାରିଖରେ ଫେରିଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସଂପୂର୍ଣ୍ଣ ସରକାରୀ ବୋଲି କୁହା ଯାଇଛି…

ସେ ଜୁନ ୧୫ ତାରିଖରେ ଫେରିଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସଂପୂର୍ଣ୍ଣ ସରକାରୀ ବୋଲି କୁହା ଯାଇଛି ।

ଓଡିଆରେ ସବୁ ଆଇନର ଅନୁବାଦ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବିଭିନ୍ନ କୋର୍ଟ ମାନଙ୍କରେ ନିଯୁକ୍ତି ଆଇନ ଅଧିକାରୀ ମାନଙ୍କ କାର୍ଯ୍ୟର ନିୟମିତ ସମୀକ୍ଷା ସହିତ ସରକାରଙ୍କ ବିଭିନ୍ନ ବିଭଗର ନିଯୁକ୍ତି…

ବିଭିନ୍ନ କୋର୍ଟ ମାନଙ୍କରେ ନିଯୁକ୍ତି ଆଇନ ଅଧିକାରୀ ମାନଙ୍କ କାର୍ଯ୍ୟର ନିୟମିତ ସମୀକ୍ଷା ସହିତ ସରକାରଙ୍କ ବିଭିନ୍ନ ବିଭଗର ନିଯୁକ୍ତି ପ୍ରକ୍ରିୟା ଯେପରି କୋର୍ଟ କଚେରୀରେ ଝୁଲି ନରୁହେ ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଉଦ୍ୟାନ ମିଶନରେ ଛଅ ଜିଲ୍ଲାକୁ ସାମିଲ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି

କେନ୍ଦ୍ର ସରକାର କୃଷି କ୍ଷେତ୍ରର ଉନ୍ନତି ପାଇଁ ଦେଉଥିବା ଅନୁଦାନର ପରିମାଣ କମାଇଦେଇଥିବାରୁ ଏହା ଉପରେ ନିର୍ଭର କରି ଚଲୁଥିବା…

କେନ୍ଦ୍ର ସରକାର କୃଷି କ୍ଷେତ୍ରର ଉନ୍ନତି ପାଇଁ ଦେଉଥିବା ଅନୁଦାନର ପରିମାଣ କମାଇଦେଇଥିବାରୁ ଏହା ଉପରେ ନିର୍ଭର କରି ଚଲୁଥିବା ରାଜ୍ୟର ସତୁରୀ ପ୍ରତିଶତ ଲୋକ ପ୍ରଭାବିତ ହେବେ ବୋଲି ଦର୍ଶାଇ ପୂର୍ବରୁ ପ୍ରଚଳିତ ଅନୁଦାନ ବ୍ୟବସ୍ଥାକୁ ଚାଲୁ ରଖିବା ପାଇଁ ସେ ଗୁରୁତ୍ଵ ଆରୋପ କରିଥିଲେ ।

ପାଞ୍ଚୋଟି ନୂଆ ମେଡିକାଲ କଲେଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

କଟକ ଠାରେ ଦେଶର ପୂର୍ବାଞ୍ଚଳ ପାଇଁ ବାଙ୍ଗାଲୋରରେ ଥିବା ନିମହାନସ ଢାଞ୍ଚ। ରେ ମେନଟାଲ ହେଲଥ ଓ ନ୍ୟୁରୋ ସାଇନସର…

କଟକ ଠାରେ ଦେଶର ପୂର୍ବାଞ୍ଚଳ ପାଇଁ ବାଙ୍ଗାଲୋରରେ ଥିବା ନିମହାନସ ଢାଞ୍ଚ। ରେ ମେନଟାଲ ହେଲଥ ଓ ନ୍ୟୁରୋ ସାଇନସର ଏକ ସୁପର ସ୍ପେସାଲିଟି ଇନଷ୍ଟିଚ୍ୟୁଟ ପ୍ରତିଷ୍ଠା କରିବାର ଆବଶ୍ୟକତା ଦର୍ଶାଇ ସେ କେନ୍ଦ୍ର ସରକାରଙ୍କ ସହାୟତା ଲୋଡିଛନ୍ତି ।

୩୦ ଜଣ ପ୍ରତିଭାବାନ ଯୁବ କଳାକାରଙ୍କୁ ସରକାରଙ୍କ ଟ୍ରଫି ପ୍ରଦାନ

ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି…

ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି ଟ୍ରଫି ପ୍ରଦାନ କରିଛନ୍ତି ।

This website uses cookies.