Tag Archives: ମୁନିସ୍‍ପାଲ୍‍ଟି

ରୋକ ଠୋକ

ଉଡନ୍ତା ନେତା ଓ ବୁଡନ୍ତା ରାଜ୍ୟର କାହାଣୀ

ତେବେ ପୌର ନିର୍ବାଚନ ଭଳି ଛୋଟିଆ ନିର୍ବାଚନରେ ଏତେ ବଡ ବଡ ତାରକାଙ୍କ ଆଡମ୍ବର ଦରକାର ପଡୁଛି କାହିଁକି ? ଗୋଟିଏ ସମୟରେ ଲୋକସଭା ଭଳି ଗୁରୁତ୍ୱପୂର୍ଣ୍ଣ ଉପନିର୍ବାଚନରେ ପ୍ରଚାର କରିବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ମନା କରି ଦେଇଥିଲେ । ବିଜୁ ବାବୁଙ୍କ ନାଁରେ ପ୍ରତିଷ୍ଠିତ ଦଳ ଆଜି ପୌର ନିର୍ବାଚନ ଭଳି ସାଧାରଣ ଘଟଣାରେ ଚଳଚ୍ଚିତ୍ର ତାରକା, ହେଲିକପ୍ଟର ଓ ଅଯଥା ଆଡମ୍ବରର ପ୍ରୟୋଗ କରି ଚାଲିଛି ।

ବିସ୍ତୃତ