Tag Archives: ଯୁଗ୍ମ ପ୍ରବେଶିକା ପରୀକ୍ଷା

ଶିକ୍ଷା

ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ଦେଲେ ୪୪୫00 ଛାତ୍ର ଛାତ୍ରୀ

ରାଜ୍ୟର ୧୯ ଟି ସହରରେ ୭୮ ପରୀକ୍ଷା କେନ୍ଦ୍ର ରେ ହୋଇଥିବା ଏହି ପରୀକ୍ଷା ସୂଚାରୁ ରୂପେ ସମ୍ପନ୍ନ ହୋଇଛି । ପରୀକ୍ଷା ସକାଳ ନଅଟା ରୁ ଅପରାହ୍ନ ଚାରିଟା ତିରିଶ ପର୍ଯ୍ୟନ୍ତ ତିନୋଟି ସିଟିଙ୍ଗରେ ଅନୁଷ୍ଠିତ ହୋଇଥିଲା।

ବିସ୍ତୃତ