ସାହିତ୍ୟ

ଓଡିଆ ପତ୍ର ପତ୍ରିକା ସହ ପାଠକ ଓ ଲେଖକଙ୍କୁ ଗୋଟିଏ ସ୍ଥାନରେ ଦେଖିବାକୁ ଚାହାନ୍ତି ? ବୁଲନ୍ତୁ କାଦମ୍ବିନୀ ପତ୍ରିକା ହାଟ

ପତ୍ରିକା ହାଟରେ ଅଂଶଗ୍ରହଣ କରିବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପତ୍ରିକା ସମ୍ପାଦକ, ପ୍ରକାଶକ ଓ କର୍ତ୍ତୃପକ୍ଷ ସକାଳୁ ସକାଳୁ ଆସି ପହଞ୍ଚିଯାଇଥାନ୍ତି ଉତ୍ସବ ପରିସରରେ । ଉଦ୍ଦିଷ୍ଟ ସ୍ଥାନରେ ସେମାନେ ନିଜର ପତ୍ରପତ୍ରିକାର ଏକ ସୁନ୍ଦର ପସରା ମେଲାଇ ଦେଇଥାନ୍ତି ।

ଅବିଭକ୍ତ ଗଞ୍ଜାମର ଲୁପ୍ତପ୍ରାୟ ଭିତ୍ତି ଚିତ୍ର ସମ୍ପର୍କରେ କେତେକ ତଥ୍ୟ

ଦେଖିବାକୁ ଗଲେ, ମନ୍ଦିର କାନ୍ଥରେ ଭିତ୍ତି ଚିତ୍ରର ପରମ୍ପରା ଗଞ୍ଜାମରେ ହିଁ ଚଳିଆସିଛି । ଅଜନ୍ତା, ଏଲୋରା ଗୁମ୍ଫାରେ ଯେପରି ଦୀର୍ଘବର୍ଷରୁ ଭିତ୍ତି ଚିତ୍ର ସବୁ ରହି ଆସିଛି, ଗଞ୍ଜାମର ବିଭିନ୍ନ ମନ୍ଦିର, ବିଶେଷ କରି ମଠ ସହ ସଂଲଗ୍ନ ମନ୍ଦିରଗୁଡ଼ିକରେ ଏସବୁର ବହୁଳତା ଦେଖିବାକୁ ମିଳେ ।

ଗାନ୍ଧି ଓ ଓଡିଶା ; ଦଶଟି ପ୍ରମୁଖ ତଥ୍ୟ

ଓଡିଶାରେ ଗାଂଧିଂକ ରହଣୀ ଖୁବ ବେଶୀ ଦିନର ନୁହଁ । ୧୯୨୧ ରୁ ୧୯୪୬, ୨୫ ବର୍ଷ ଭିତରେ ଗାନ୍ଧି ସାତ ଥର ଓଡିଶାକୁ ଆସିଛନ୍ତି । ସାତ ଥର ଯାତ୍ରା ରେ ତାଂକର ସମୁଦାୟ ଓଡିଶା ରହଣୀ ଦିବସ ହେଉଛି ୬୯ ଦିନ ।

ବିଭୂତି ପଟ୍ଟନାୟକ; ଶତ ସହସ୍ର କାହାଣୀର ଏକଇ ନାୟକ

ବିଭୂତି ପଟ୍ଟନାୟକଂକୁ ପଢିନଥିବା ଓଡିଆ ପାଠକ ନାହାନ୍ତି ବା ନଥିଲେ । ଓଡିଆ କଥା ସାହିତ୍ୟ ଓ ବିଭୂତି ପଟ୍ଟନାୟକ ଗତ ପଚାଶ ବର୍ଷ ଧରି ଗୋଟିଏ ପରିଚୟରେ ଆବଦ୍ଧ। ଓଡିଆ ଉପନ୍ୟାସର ସବୁଠୁ ମହାନ ପରମ୍ପରା ପାଖରେ ପହଂଚିବାକୁ ହେଲେ ବିଭୂତି ବାବୁଂକ ବାଟ ଦେଇ ଯିବାକୁ ଓଡିଆ ପାଠକ ବାଧ୍ୟ।

ଓଡିଆ ପୂଜା ପତ୍ରିକାର ଅଭିନବ ଜୟଯାତ୍ରା; ଦଶଟି ପ୍ରମୁଖ କଥା

ମହାଳୟା ରୁ କାଳୀ ପୂଜା ଭିତରେ ଓଡିଆ ପତ୍ରପତ୍ରିକା ବଜାର ସରଗରମ ହୋଇଉଠେ। ଗତ ଦଶ ବର୍ଷର ପତ୍ରପତ୍ରିକା ପ୍ରକାଶନ ର ବିଶ୍ଲେଷଣ ରୁ ଜଣାପଡୁଛି ଯେ ପ୍ରତି ବର୍ଷ ଏହି ସମୟରେ ପ୍ରାୟ ୧୦୦ ରୁ ୧୨୦ ପତ୍ରିକା ପ୍ରକାଶିତ ହୁଅନ୍ତି ।

ଦେବଦାସଂକ କଲମ ଓ ବିଭୁକିଶୋରଂକ କଣ୍ଠର ଯୁଗଳବନ୍ଦୀ “ବ୍ଲୁ ମୁଡ୍”

“ବ୍ଲୁ ମୁଡ୍” ଦେବଦାସଂକ ନୁଆ କବିତାର ଗୀତି ରୂପ । ଏସବୁ ଲିରିକ୍ ନୁହଁ, ନିରୋଳା କବିତା । ଛନ୍ଦହୀନତା ଭିତରେ ଗୋଟେ ସ୍ବଛନ୍ଦ ମାଦକତା । କବିତାକୁ ସୁରରେ ସଜେଇଛନ୍ତି ଆମ ସମୟର ଖ୍ୟାତନାମା ଗାୟକ ବିଭୁ କିଶୋର ।

This website uses cookies.