ଓଡିଶା ନ୍ୟୁଜ/ Odisha News

Tag Archives: ହଲଧର ନାଗ

ଆମ ରୋସେଇ ଘରୁସାହିତ୍ୟ

ହଳଧର ନାଗ ଏବଂ ତାଙ୍କର ଲୋକପ୍ରିୟ କବିତା

ଜୀବନ ଯେମିତି କବିତା ବି ସେମିତି। ନିହାତି ସାଧାରଣ ଲୋକ ବୁଝିପାରିଲା ଭଳି ଭାଷାରେ ଲେଖନ୍ତି ହଳଧର। ନିଜେ ତୃତୀୟ ଶ୍ରେଣୀରୁ ପାଠ ଛାଡ଼ିଛନ୍ତି। ତେଣୁ ନିଜ ଅଂଚଳର କଥିତ ଭାଷାରେ ର୍ହି ଲେଖିଛନ୍ତି ନିଜର ଓ ଲୋକଙ୍କର କଥା। ସମ୍ବଲପୁରୀ ବା କୋଶଳୀ ହେଉଛି ପଶ୍ଚିମ ଓଡ଼ିଶାର କଥିତ ଭାଷା। ସେଇ ଭାଷାରେ ଅଜସ୍ର କାବ୍ୟ ଓ କବିତା ଲେଖି ସେ ପ୍ରସିଦ୍ଧି ଅର୍ଜନ କରିଛନ୍ତି ।

ବିସ୍ତୃତ
ରୋକ ଠୋକସାହିତ୍ୟ

ହଳଧର ନାଗ କବିତାର ମନ୍ତ୍ରସିଦ୍ଧ ଋଷିପୁତ୍ର

ସମଗ୍ର ପଶ୍ଚିମ ଓଡିଶାରେ ଲୋକକବି ଭାବରେ ବିଖ୍ୟାତ ଏଇ କବି ଆମ ସମୟର ଏକ ବିରାଟ ଆଶ୍ଚର୍ଯ୍ୟ । ଯେଉଁ ସମୟରେ କବିତାର ପାଠକ ଏକ ବିରଳ ପ୍ରଜାତିରେ ପରିଣତ ହୋଇସାରିଛି, ସେହି ସମୟରେ କବି ହଳଧରଙ୍କ କବିତା ଶୁଣିବା ପାଇଁ ହଜାର ହଜାର ଲୋକ ଅପେକ୍ଷା କରି ରହନ୍ତି ମଞ୍ଚ ଆଗରେ । ଘଣ୍ଟା ଘଣ୍ଟା ଧରି କବିତା ତାଙ୍କର ମୁଖସ୍ଥ ଥାଏ । ଆତ୍ମବିଭୋର, କବିତା ବିଭୋର କବିଙ୍କୁ ଶୁଣିବା ପାଇଁ ଯାତ୍ରା ପରି ଗହଳି ଲାଗିଯାଏ ପଶ୍ଚିମ ଓଡିଶାରେ ।

ବିସ୍ତୃତ