• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରୀୟ ପ୍ରତିନିଧିଙ୍କ ଆଲୋଚନା

January 2, 2011 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ : ବାଉରୀବନ୍ଧୁ ମହାରଣା

ଭୁବନେଶ୍ୱର, ଜାନୁୟାରୀ ୧(ଓଡ଼ିଶା ଡ଼ଟ୍ କମ୍) ଅଦିନିଆ ବର୍ଷା ଯୋଗୁଁ ରାଜ୍ୟରେ ହୋଇଥିବା ଫସଲ କ୍ଷୟକ୍ଷତି ସଂପର୍କରେ ଅନୁଧ୍ୟାନ ପାଇଁ ଆସିଥିବା କେନ୍ଦ୍ରୀୟ ପ୍ରତିନିଧି ଦଳ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତକରି ପରିସ୍ଥିତି ବିଷୟରେ ଆଲୋଚନା କରିଛନ୍ତି ।

କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଏହି ପ୍ରତିନିଧି ଦଳ ଅଧିକ କ୍ଷତିଗ୍ରସ୍ତ ଆଠଟି ଜିଲ୍ଲା ଗ୍ରସ୍ତ କରିଥିଲେ ।

ଅଦିନିଆ ବର୍ଷା ଯୋଗୁଁ ରାଜ୍ୟରେ ବ୍ୟାପକ ଫସଲ ହାନୀ ହୋଇଛି । ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ନେଇଥିବା ପକ୍ଷେପ ସନ୍ତୋଷଜନକ ବୋଲି ପ୍ରତିନିଧି ଦଳର ନେତୃତ୍ୱ ନେଇଥିବା କେନ୍ଦ୍ର କୃଷି ମନ୍ତ୍ରଣାଳୟର ଯୁଗ୍ମ ସଚିବ ପଙ୍କଜ କୁମାର ଗଣମାଧ୍ୟମକୁ କହିଛନ୍ତି ।

ଖୁବ୍ ଶୀଘ୍ର ଏ ସଂପର୍କୀତ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି ।

ଚାଷ ପାଇଁ ଦିନ କୁ ଦିନ ଖର୍ଚ୍ଚ ବଢୁଥିବାରୁ ଏହାକୁ ଦୃଷ୍ଟି ରେ ରଖି ସିଆର୍ଏଫ୍ ନିୟମରେ ଥିବା ବ୍ୟବସ୍ଥା ସଂଶୋଧନ କରି ଜଳସେଚିତ ଜମି ହେକ୍ଟର ପିଛା ଦଶ ହଜାର ଟଙ୍କା ଓ ଅଣ ଜଳସେଚିତ ଜମି ହେକ୍ଟର ପିଛା ୨୦ ହଜାର ଟଙ୍କା ସହାୟତା ପ୍ରାନ କରିବାକୁ ସରକାରଙ୍କ ପକ୍ଷରୁ ଦାବୀ କରାଯାଇଛି ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ନବୀନ ପଟ୍ଟନାୟକ, ଫସଲ, ମୁଖ୍ୟ ଖବର, ମୁଖ୍ୟମନ୍ତ୍ରୀ

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version