ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା
ଭୁବନେଶ୍ୱର, ଅକ୍ଟୋବର ୧୭(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟ ସରକାର ପ୍ମଦିନୀ ଶେଖର ଦେଓଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷର ନୂତନ ଅଧ୍ୟକ୍ଷା ଭାବେ ସୋମବାର ନିଯୁକ୍ତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ନିଯୁକ୍ତିକୁ ଅନୁମୋଦନ କରିଛନ୍ତି । ଦେଓ ପୂର୍ବରୁ ମହିଳା ଓ ଶିଶୁ ବିକାଶ ସମବାୟ ନିଗମର ଅଧ୍ୟକ୍ଷା ଥିଲେ ।
ଓଡ଼ିଶା ଡ଼ଟ୍ କମ୍
Leave a Reply