• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପ୍ରଦୂଷଣ ଯୋଗୁଁ ଭୂଷଣର ୬ଟି ୟୁନିଟ୍, ବିଦ୍ୟୁତ ପ୍ରକଳ୍ପ ବନ୍ଦ

October 31, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଢେଙ୍କାନାଳ, ନଭେମ୍ବର ୧(ଓଡ଼ିଶା ଡ଼ଟ୍ କମ୍) ପ୍ରଦୂଷଣ ଯୋଗୁଁ ଢେଙ୍କାନାଳ ଜିଲ୍ଲା କନ୍ଟାବଣିଆ ସ୍ଥିତ ଭୂଷଣ ଷ୍ଟିଲ ପ୍ଲାଣ୍ଟର ଛଅଟି ୟୁନିଟ୍ ଏବଂ ବିଦ୍ୟୁତ ପ୍ରକଳ୍ପକୁ ପ୍ରଶାସନ ବନ୍ଦ କରିଛି ।

ଉକ୍ତ ୟୁନିଟ୍ ଗୁଡ଼ିକ ପ୍ରଦୂଷଣ କରୁଥିବାରୁ ସେଗୁଡ଼ିକ ବନ୍ଦ କରିବାକୁ ଗତ ୧୨ ତାରିଖରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ପକ୍ଷରୁ ନୋଟିସ୍ ଦିଆଯାଇଥିଲା କିନ୍ତୁ କାରଖାନା କର୍ତୃପକ୍ଷ ବନ୍ଦ କରିନଥିଲେ ।

ସୋମବାର ଓଡ଼ପଡ଼ା ତହସିଲାରଙ୍କ ଉପସ୍ଥିତିରେ ଫ୍ୟାକ୍ଟ୍ରି ଏବଂ ବଏଲର ବିଭାଗ ଉପନିର୍ଦ୍ଦେଶକ ଓ ପ୍ରଦୂଷଣ ବୋର୍ଡ଼ ଅଧିକାରୀମାନେ ଏହି ୟୁନିଟ୍ ଗୁଡ଼ିକ ବନ୍ଦ କରିେଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଢେଙ୍କାନାଳ, ପ୍ରଦୂଷଣ, ବିଦ୍ୟୁତ ପ୍ରକଳ୍ପ, ମୁଖ୍ୟ ଖବର

About ଓଡିଶା ଡଟ କମ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version