• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ସୁରକ୍ଷା ସତ୍ୱେ ଶ୍ରୀମନ୍ଦିରରେ ବିଦେଶୀ ପର୍ଯ୍ୟଟକ

November 8, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ପୁରୀ, ନଭେମ୍ବର ୯(ଓଡ଼ିଶା ଡ଼ଟ୍ କମ୍) ବ୍ୟାପକ ସୁରକ୍ଷା ସତ୍ୱେ ପୁରୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦରକୁ ପୁଣି ଜଣେ ବିଦେଶୀ ପର୍ଯ୍ୟଟକ ପ୍ରବେଶ କରିଥିବା ବେଳେ ତାଙ୍କୁ ଅଟକ ପରେ ଛାଡ଼ି ଦିଆଯାଇଛି ।

ମଙ୍ଗଳବାର ସନ୍ଧ୍ୟାରେ ଦକ୍ଷିଣ ଆଫ୍ରିକା କେପ୍ଟାଉନର କ୍ରିସେନ୍ ସିଂହଦ୍ୱାରା ସୁରକ୍ଷା ବଳୟ ଡେଇଁ ଜଗମୋହନ ପର୍ଯ୍ୟନ୍ତ ଯିବା ପରେ ସେଠାରେ ସେବାୟତମାନେ ତାଙ୍କୁ ଧରିଥିଲେ, ପୋଲିସ ବୁଧବାର କହିଛି ।

ତୁରନ୍ତ ତାଙ୍କୁ ସିଂହ୍ୱାର ଥାନାରେ ଅଟକ ରଖାଯାଇଥିଲା । ପୋଲିସ ତାଙ୍କୁ ପଚରା ଉଚରା କରିବା ପରେ ସେ ଅଜ୍ଞାତ ବଶତଃ ମନ୍ଦିରରେ ପଶିଥିବା କହିଥିଲେ ଓ ପୋଲିସ ତାଙ୍କୁ ଛାଡ଼ି ଦେଇଥିଲା ।

ତେବେ କାର୍ତିକ ମାସ ଅବସରରେ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ କିଭଳି ଜଣେ ବିଦେଶୀ ପର୍ଯ୍ୟଟକ ଏହାମଧ୍ୟକୁ ପ୍ରବେଶ କରିପାରିଲେ ତାହା ସାଧାରଣରେ ଉଦ୍ବେଗ ପ୍ରକାଶ ପାଇଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ପୁରୀ, ଶ୍ରୀଜଗନ୍ନାଥ

About ଓଡିଶା ଡଟ କମ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version