• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ହେରିଟେଜ୍ ଇଣ୍ଡିଆ କୁଇଜ୍: ଡ଼ିଏଭି ଚନ୍ଦ୍ରଶେଖରପୁର ଚମ୍ପିୟାନ

November 21, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ନଭେମ୍ବର ୨୧(ଓଡ଼ିଶା ଡ଼ଟ୍ କମ୍) ଭାରତର ଐତିହ୍ୟ ସମୃଦ୍ଧ ପରମ୍ପରା ସହ ଛାତ୍ରଛାତ୍ରୀଙ୍କୁ ପରିଚିତ କରାଇବା ପାଇଁ ସିବିଏସ୍ଇ ଦ୍ୱାରାଆୟୋଜିତ ହେରିଟେଜ୍ ଇଣ୍ଡିଆ କୁଇଜ୍ରେ ଡ଼ିଏଭି ଚନ୍ଦ୍ରଶେଖରପୁର ଜୋନାଲ ଚମ୍ପିୟାନ ହୋଇଛି ।

ଚଳିତ ବର୍ଷ ଏହି ପ୍ରାରମ୍ଭିକ ଲିଖିତ ପରୀକ୍ଷା ପରେ ଜୋନ୍ ସ୍ତରରେ ଛଅଟି ବ୍ୟିାଳୟକୁ ନେଇ ସ୍ଥାନୀୟ ୟୁନିଟ୍ ୮ ଡ଼ିଏଭି ବ୍ୟିାଳୟରେ ଗତ ୧୯ ତାରିଖରେ ଅନୁଷ୍ଠିତ ହୋଇଥିଲା ।

ଏଥିରେ କେନ୍ଦ୍ରୀୟ ବ୍ୟିାଳୟ-୧, ଡ଼ିଏଭି ସିଡ଼ିଏ କଟକ, ମଂଚେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟକୁ ହରାଇ ଚନ୍ଦ୍ରଶେଖରପୁର ଡ଼ିଏଭିର ଅଶ୍ୱିନୀ ବେହେରା, ସ୍ୱସ୍ତିକ ପ୍ରଧାନ ଏବଂ ଗୌରବ ଜେନା
ଜୋନାଲ ଚମ୍ପିୟାନ ଆଖ୍ୟା ଅର୍ଜନ କରିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଚନ୍ଦ୍ରଶେଖରପୁର, ପରମ୍ପରା, ସିବିଏସ୍ଇ

About ଓଡିଶା ଡଟ କମ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version