• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦ।ବି: ନୂଆଦିଲ୍ଲୀ, ଭୁବନେଶ୍ୱରରେ ବିକ୍ଷୋଭ

November 24, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ନୂଆଦିଲ୍ଲୀ, ନଭେମ୍ବର ୨୪(ଓଡ଼ିଶା ଡ଼ଟ୍ କମ୍) ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦ।ବିରେ ଗୁରୁବାର ନୂଆଦିଲ୍ଲୀରେ ବିଜେଡ଼ି ସାଂସଦ୍ରମାନେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

ସାଂସଦମାନେ ସଂସଦ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଛିଡ଼ା ହୋଇ ହାତରେ ପ୍ଲାକାର୍ଡ଼ ଧରି ବିଭିନ୍ନ ସ୍ଲୋଗାନ ଦେଇଛନ୍ତି ।

ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପାଇବା ପାଇଁ ଓଡ଼ିଶାର ସମସ୍ତ ଯୋଗ୍ୟତା ଅଛି ବୋଲି ସାଂସଦମାନେ କହିଛନ୍ତି । କେନ୍ଦ୍ର ଯୋଜନା ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦ।ବି ଉପରେ ଦେଇଥିବା ମନ୍ତବ୍ୟକୁ ସେମାନେ ବିରୋଧ କରିବା ସହ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା
ଦେବାକୁ ଦ।ବି କରିଛନ୍ତି ।

ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପାଇବାକୁ ଯୋଗ୍ୟ ନୁହେଁ ବୋଲି ଅଶ୍ୱିନୀ କୁମାର ବୁଧବାର  ଲୋକସଭାରେ କହିଥିଲେ ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବିଜୁ ଯୁବ ଜନତା ଳର ନେତା ଓ କର୍ମୀମାନେ ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି ।

ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପାଇବାକୁ ଓଡ଼ିଶାର ଯୋଗ୍ୟତା ରହିଛି ଏବଂ ଏହି ଦ।ବି ହାସଲ ପାଇଁ ଗାଁ ପର୍ଯ୍ୟନ୍ତ ଆନ୍ଦୋଳନ କରାଯିବ ବୋଲି ଉପସ୍ଥିତ ନେତାମାନେ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ବିଜେଡ଼ି, ସାଂସଦ

About ଓଡିଶା ଡଟ କମ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version