• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଉପନିର୍ବାଚନ: ଦଳୀୟ ପ୍ରାର୍ଥୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

November 25, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଉମରକୋଟ, ନଭେମ୍ବର ୨୫(ଓଡ଼ିଶା ଡ଼ଟ୍ କମ୍) ଆଉ ପାଞ୍ଚଦିନ ପରେ ଉମରକୋଟ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକ୍ୟାପ୍ଟରରେ ସେଠାକୁ ଯାଇ ଆୟୋଜିତ ସାଧାରଣ ସଭାରେ ଉ୍ବୋଧନ ଦେବା ସହ କେନ୍ଦ୍ର ସରକାର ଏବଂ ବିଜେପିକୁ ସମାଲୋଚନା କରିଛନ୍ତି ।

ପରେ ସେ ରାଇଘର ଯାଇ ସେଠାରେ ମଧ୍ୟ ସାଧାରଣ ସଭାରେ ଉ୍ବୋଧନ ବୋର କାର୍ଯ୍ୟକ୍ରମ ରହିଛି ।

ଏହି ଆସନ ଦଖଲ ପାଇଁ ବିଜେପି ଓ କଂଗ୍ରେସ ମଧ୍ୟ ପ୍ରାଣମୁର୍ଚ୍ଛା ଉଦ୍ୟମ କରୁଥିବା ବେଳେ ସଂପୃକ୍ତ ଦଳର ବରିଷ୍ଠ ନେତାମାନେ ଘରଘର ବୁଲି ନିଜ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି ।

ବିଜେଡ଼ି ସ୍ୱର୍ଗତ ଜଗବନ୍ଧୁ ମାଝିଙ୍କ ଘନିଷ୍ଠ ସହଯୋଗୀ ସୁବାସ ଗଣ୍ଡଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ପକ୍ଷରୁ ପୂର୍ବତନ ବିଧାୟକ ଧର୍ମୁ ଗଣ୍ଡ ଓ କଂଗ୍ରେସରୁ ଯତୀନ୍ଦ୍ର ଗଣ୍ଡ ନିର୍ବାଚନରେ ପ୍ରାର୍ଥୀ ହୋଇଛନ୍ତି ।

ଦୁର୍ବୃତଙ୍କ ଗୁଳିମାଡ଼ରେ ଗତ ସେପ୍ଟେମ୍ବର ୨୪ରେ ବିଜେଡ଼ି ବିଧାୟକ ଜଗବନ୍ଧୁ ମାଝୀଙ୍କ ମୃତ୍ୟୁ ପରେ ଏହି ଆସନଟି ଖାଲିପଡ଼ିଛି । ଚଳିତ ମାସ ୩୦ ତାରିଖରେ ଏହି ନିର୍ବାଚନ ଅନୁଷ୍ଠିତ ହେବ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ଉପନିର୍ବାଚନ, ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ

About ଓଡିଶା ଡଟ କମ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version