• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଗୁଳିମାଡ଼ରେ ଠିକ।ଦାର ନିହତ,ଦୁଇ ଆହତ

December 3, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

କୋରାପୁଟ,ଡ଼ିସେମ୍ବର ୩(ଓଡ଼ିଶା ଡ଼ଟ୍ କମ୍)ମାଓବାଦୀଙ୍କ ଦ୍ୱାରାସମର୍ଥିତ ଚାଷୀ-ମୂଲିଆ ସଂଘର କେତେକ ବ୍ୟକ୍ତିଙ୍କ ଗୁଳିମାଡ଼ରେ କୋରାପୁଟ ଜିଲ୍ଲାରେ ଶନିବାର ଜଣେ ଠିକ।ଦାର ନିହତ ହୋଇଥିବା ବେଳେ ଅନ୍ୟଦୁଇଜଣ ଆହତ ହୋଇଥିବା ପୋଲିସ କହିଛି ।

ରୁବେନ ବିଡ଼ିକା ନାମକ ଏହି କଣ୍ଟ୍ରାକ୍ଟର ଏକ ମୋଟର ସାଇକେଲରେ ଅନ୍ୟଦୁଇଜଣଙ୍କ ସହ ଆସୁଥିବା ବେଳେ ନାରାୟଣପାଟଣାର ବିକ୍ରମପୁର ଛକ ନିକଟରେ ତାଙ୍କ ଉପରକୁ କେତେକ ଲୋକ ଗୁଳିମାଡ଼ କରିଥିଲେ ।
ଘଟଣାସ୍ଥଳରେ ବିଡ଼ିକାଙ୍କ ମୃତ୍ୟୁ ହୋଇଥିଲା ବେଳେ ଅନ୍ୟଦୁଇଜଣ ଆହତ ହୋଇ ସ୍ଥାନୀୟ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଚାଷୀ ମୂଲିଆ ସଂଘର କେତେକ ଲୋକ ଏହି ଆକ୍ରମଣ କରିଥିବା ଜିଲ୍ଲା ପୋଲିସ ମୁଖ୍ୟ ଅନୁପ ସାହୁ ଓଡ଼ିଶା ଡ଼ଟ୍ କମ୍ କୁ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଚାଷୀମୂଲିଆ, ମାଓବାଦୀ

About ଓଡିଶା ଡଟ କମ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version