• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଘୂର୍ଣ୍ଣିଝଡ଼ରେ ବ୍ୟାପକ ଫସଲ ନଷ୍ଟ, ୧ ମୃତ

January 7, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ : ଆଶିଷ ସେନାପତି

କେନ୍ଦ୍ରାପଡ଼ା, ଜାନୁୟାରୀ ୭(ଓଡ଼ିଶା ଡ଼ଟ୍ କମ୍) କେନ୍ଦ୍ରାପଡ଼ା ଜିଲ୍ଲାରେ ଶନବିାର ଘୂର୍ଣ୍ଣିଝଡ଼ ହୋଇ ବ୍ୟାପକ ଫସଲ କ୍ଷୟକ୍ଷତି ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି ।

ରାଜନଗର ବ୍ଲକ ଅର୍ନ୍ତଗତ ଏଣ୍ଡୁଳାପୁର, ଧାନିଆ, ତରପା, ଡ଼େରା ଆଦି ଗ୍ରାମରେ ଅପରାହ୍ନରେ ହଠାତ୍ ଘୂର୍ଣ୍ଣିଝଡ଼ ସହ ବର୍ଷା ଓ ପବନ ହୋଇଥିଲା ।

ଏଣ୍ଡୁଳାପୁରରେ ଦଶରୁ ଉଦ୍ଧ୍ୱର୍ ଘର ଭାଙ୍ଗି ଯାଇଥିବା ବେଳେ ଧାନ ଗଦା ଗୁଡ଼ିକ ନଷ୍ଟ ହୋଇଯାଇଛି । ଏହି ସମୟରେ ବଜ୍ରପାତ ଯୋଗୁଁ ତରପା ଗ୍ରାମର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣେ ଅଧିକାରୀ କହିଛନ୍ତି ।

ଘୂର୍ଣ୍ଣିଝଡ଼ ଯୋଗୁଁ ଧାନିଆ ଗାଁର ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ସ୍ଥାନୀୟ ଡ଼ାକ୍ତରଖାନାରେ ଭର୍ତି କରାଯାଇଛି । ସେହିପରି ଡ଼େରା ଗ୍ରାମରେ ବଜ୍ରପାତରେ ଧାନ ଗଡ଼ା ପୋଡ଼ି ନଷ୍ଟ ହୋଇଯାଇଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: କେନ୍ଦ୍ରାପଡ଼ା ଜିଲ୍ଲା, ଫସଲ

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version