• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଅଚ୍ୟୁତ ସାମନ୍ତ ବିଜ୍ଞାନ କଂଗ୍ରେସ କାର୍ଯ୍ୟନିର୍ବାହୀ ପରିଷଦ ସଦସ୍ୟ

January 8, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜାନୁୟାରୀ ୮(ଓଡ଼ିଶା ଡ଼ଟ୍ କମ୍) କିଟ୍ ତଥା କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଭାରତୀୟ ବିଜ୍ଞାନ କଂଗ୍ରେସ ସଂଘର କାର୍ଯ୍ୟନିର୍ବାହୀ ପରିଷଦ ସଦସ୍ୟ ନିର୍ବାଚିତ ହୋଇଛନ୍ତି ।

ପରିଷଦ ସଦସ୍ୟ ପାଇଁ ନିକଟର ଶେଷ ହୋଇଥିବା ନିର୍ବାଚନରେ ସେ ପ୍ରଥମ ଓଡ଼ିଆ ଭାବେ ଅଧିକ
ଭୋଟ୍ ପାଇ ସଂଘର କାର୍ଯ୍ୟକାରୀ ପରିଷକୁ ନିର୍ବାଚିତ ହୋଇଛନ୍ତି ।

ବିଜ୍ଞାନ କଂଗ୍ରେସ ସଂଘର ଏହି ପରିଷଦକୁ ସମଗ୍ରଦେଶରୁ ଦଶ ଜଣ ସଦସ୍ୟ ନିର୍ବାଚିତ ହୋଇଥାନ୍ତି
ଏବଂ ସେମାନେ ଦେଶର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ସଂପର୍କିତ କାର୍ଯ୍ୟକ୍ରମ ପାଇଁ ପ୍ରମୁଖ ନିଷ୍ପତି ଗ୍ରହଣ କରିଥାନ୍ତି ।

ସାମନ୍ତ ପୂର୍ବରୁ ବିଶ୍ୱବିଦ୍ୟାଳୟ ମଂଜୁରୀ କମିଶନ ଏବଂ ସର୍ବ ଭାରତୀୟ ବୈଷୟିକ ଶିକ୍ଷା ପରିଷର
ସଦସ୍ୟ ଅଛନ୍ତି ।

ଭାରତୀୟ ବିଜ୍ଞାନ କଂଗ୍ରେସ ଆସନ୍ତା ୨୦୧୩ରେ କୋଲକାତାରେ ଅନୁଷ୍ଠିତ ହେବ ଏବଂ ଏଥିପାଇଁ
ପ୍ରଧାନମନ୍ତ୍ରୀ ମନମୋହନ ସିଂହ ସଭାପତି ନିର୍ବାଚତ ହୋଇଛନ୍ତି । ନୂତନ ଭାବେ ଗଠିତ
କାର୍ଯ୍ୟନିର୍ବାହୀ ପରିଷଦର ଏଥିରେ ପ୍ରମୁଖ ଭୂମିକା ରହିଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: କିସ୍ ପ୍ରତିଷ୍ଠାତା, ବିଜ୍ଞାନ କଂଗ୍ରେସ

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version