• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପିପିଲି ଗଣବଳାତ୍କାର: ଅଭିଯୁକ୍ତଙ୍କ ଫଟୋ ଜାରି

January 14, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜାନୁୟାରୀ ୧୫(ଓଡ଼ିଶା ଡ଼ଟ୍ କମ୍) ବହୁ ଚର୍ଚ୍ଚିତ ପିପିଲି ଗଣବଳାତ୍କାର ଘଟଣାର ମୁଖ୍ୟଅଭିଯୁକ୍ତଙ୍କ ସମେତ ଚାରିଙ୍କ ଫଟୋ ପ୍ରକାଶ ପାଇଛି ।

କ୍ରାଇମବ୍ରାଂଚ ପକ୍ଷରୁ ଶନିବାର ଘଟଣାର ମୁଖ୍ୟ ଅଭିଯୁକ୍ତ ବୋଲି କୁହାଯାଉଥିବା ପ୍ରଶାନ୍ତ ପ୍ରଧାନ, ସୁକାନ୍ତ ପ୍ରଧାନ ଓରଫ ଆବୁଆ, ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଓରଫ ଗୁନା ଓ ପ୍ରେମାନନ୍ଦ ନାୟକଙ୍କ ଫଟୋ ଜାରି କରାଯାଇଛି ।

ପ୍ରଶାନ୍ତର ଘର ପିପିଲି ଥାନା ଅନ୍ତର୍ଗତ ପପରଙ୍ଗା ଗ୍ରାମରେ ହୋଇଥିବା ବେଳେ ପୂର୍ଣ୍ଣଚନ୍ଦ୍ର ଏବଂ ପ୍ରେମାନନ୍ଦର ଘର ଅର୍ଜୁନଗଡ଼ା ଗ୍ରାମରେ ।

ସେମାନଙ୍କ ସଂପର୍କରେ ସୂଚନା ବୋ ପାଇଁ ଫୋନ୍ ନମ୍ବର ୦୬୭୧-୨୩୦୪୩୧୪ରେ ଅବଗତ କରାଇବା ପାଇଁ କ୍ରାଇମବ୍ରାଂଚ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି ।

କ୍ରାଇମ୍ ବ୍ରାଞ୍ଚ ଗତ ୯ ତାରିଖରେ ଏହି ଘଟଣାର ତଦନ୍ତ ଦ।ୟୀତ୍ୱ ଦିଆଯାଇଥିଲା । ଜଣେ ଅତିରିକ୍ତ ଏସ୍ପିଙ୍କ ନେତୃତ୍ୱରେ ୩ଜଣ ଡ଼ିଏସ୍ପି ଏହି ଘଟଣାର ତଦନ୍ତ କରୁଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: କ୍ରାଇମବ୍ରାଂଚ, ପିପିଲି ଗଣବଳାତ୍କାର

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version