• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନ ଆଗରେ ବିକ୍ଷୋଭ

January 16, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ନୂଆଦିଲ୍ଲୀ, ଜାନୁୟାରୀ ୧୭(ଓଡ଼ିଶା ଡ଼ଟ୍ କମ୍) ପିପିଲି ଗଣବଳାତ୍କାର ଘଟଣାର ସିବିଆଇ ତଦନ୍ତ ଦ।ବିରେ ଜବାହରଲାଲ ନେହେରୁ ବିଶ୍ୱବ୍ୟିାଳୟର କଂଗ୍ରେସ ଛାତ୍ର ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆଦିଲ୍ଲୀ ବାସଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ଛାତ୍ର ସଂଗଠନ ସଭାପତିଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଏକତ୍ରିତ ହୋଇ ବିଭିନ୍ନ ସ୍ଲୋଗାନ ଦେଇଥିଲେ ।

ପ୍ରଥମେ ଆବାସିକ କମିଶନର ଛାତ୍ରଛାତ୍ରୀଙ୍କୁ ସାକ୍ଷାତ କରିବାକୁ ଆସିଥିବା ବେଳେ ସେମାନେ ତାଙ୍କୁ ଦ।ବିପତ୍ର ଦେଇଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହିଁଥିଲେ ।

ପରେ ମୁଖ୍ୟମନ୍ତ୍ରୀ ବାହାରକୁ ଆସି ସେମାନଙ୍କ ସହ ଆଲୋଚନା କରିଥିଲେ । ଆଲୋଚନା ସମୟରେ ପିପିଲି ଘଟଣାର ସିବିଆଇ ତଦନ୍ତ ପାଇଁ ଛାତ୍ରଛାତ୍ରୀମାନେ ଦ।ବି କରିଥିଲେ । ଏହି ଘଟଣାରେ କୃଷିମନ୍ତ୍ରୀଙ୍କ ନାମ ଉଠିଥିବାରୁ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ବହିସ୍କାର କରିବାକୁ ସେମାନେ ଦ।ବି କରିଥିଲେ ।

ତେବେ ଘଟଣାରେ ସଂପୃକ୍ତ ବ୍ୟକ୍ତି ମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଜବାହରଲାଲ ନେହେରୁ ବିଶ୍ୱବ୍ୟିାଳୟ, ପିପିଲି ଗଣବଳାତ୍କାର

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version