• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଶୁଟିଂ ବେଳେ ଅଭିନେତ୍ରୀ ଅର୍ଚ୍ଚିତା ଆହତ

January 19, 2012 by admin Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜାନୁୟାରୀ ୨୦(ଓଡ଼ିଶା ଡ଼ଟ୍ କମ୍) ଏକ ଓଡ଼ିଆ ଚଳଚ୍ଚିତ୍ରର ଶୁଟିଂ ବେଳେ ହାଇଦ୍ରାବାଦରେ ଓଡ଼ିଆ ଅଭିନେତ୍ରୀ ଅର୍ଚ୍ଚତା ଆହତ ହୋଇଛନ୍ତି ।

ରାମୋଜି ଫିଲ୍ମ ସିଟିରେ ଗୁରୁବାର “ଶପଥ” ଚଳଚ୍ଚିତ୍ରର ଶୁଟିଂ ଚାଲିଥିବା ବେଳେ ଏକ ଗୀତରେ ଶୁଟିଂ ହେଉଥିବା ବେଳେ ସେ ଭାରସାମ୍ୟ ହରାଇ ପ୍ରାୟ ୨୦ ଫୁଟ୍ ତଳକୁ ପଡ଼ିଯାଇଥିଲେ ।

ତାଙ୍କର ହାତ ଓ ଗୋଡ଼ରେ ଆଘାତ ଲାଗିଛି । ତାଙ୍କୁ ତୁରନ୍ତ ନିକଟସ୍ଥ ଡ଼ାକ୍ତରଖାନାକୁ ନିଆଯାଇଥିଲା । ତାଙ୍କ ଅବସ୍ଥା ଗୁରୁତର ନଥିଲେ ମଧ୍ୟ ତାଙ୍କୁ ଭୁବନେଶ୍ୱର ନେବା ପାଇଁ ବ୍ୟବସ୍ଥା କରାଯାଉଥିବା କୁହାଯାଇଛି ।

ଏହି ଘଟଣାପରେ ଶୁଟିଂ ବନ୍ଦ କରିିଆଯାଇଛି । ମ୍ୟାଗନମ୍ ମିଡ଼ିଆ ପ୍ରା.ଲି ବ୍ୟାନରେ ଅଶୋକ ପତିଙ୍କ ଦ୍ୱାରା ନିର୍ଦେଶୀତ ଏହି ଚଳଚ୍ଚିତ୍ରର ଶୁଟିଂ ଶେଷ ପର୍ଯ୍ୟାୟରେ ପହଂଚିଛି ।

ଏଥିରେ ଆକାଶ ଅଭିନେତା ଭୂମିକାରେ ଅଭିନୟ କରୁଥିବା ବେଳେ ମିହିର ଦ।ସ, ପିଣ୍ଟୁ ନନ୍ଦ,ମୀନକେତନ, ପ୍ରୀତିରାଜ, ଚୌଧୁରୀ ଜୟପ୍ରକାଶ ଦ।ସ ପ୍ରମୁଖ ଅଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମନୋରଞ୍ଜନ, ମୁଖ୍ୟ ଖବର Tagged With: eûùcûRò `òfà iòU, ମନୋରଞ୍ଜନ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version