• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଗଣବଳାତ୍କାର: ସିବିଆଇ ତଦନ୍ତ ଦାବିରେ ଗଣସମାଜର ଧାରଣା

January 30, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜାନୁୟାରୀ ୩୦(ଓଡ଼ିଶା ଡ଼ଟ୍ କମ୍) ପିପିଲି ଗଣବଳାତ୍କାର ଘଟଣାର ସିବିଆଇ ତଦନ୍ତ ନିମନ୍ତେ ସରକାରଙ୍କ ଉପରେ ଚାପ ପକାଇବା ପାଇଁ ସୋମବାର ଓଡ଼ିଶା ଗଣ ସମାଜ ପକ୍ଷରୁ ଧାରଣା ଦିଆଯାଇଛି ।

ଜନତାମଇଦାନ ଠାରେ ଥିବା ଗାନ୍ଧୀ ପ୍ରତିମୂର୍ତୀ ସମ୍ମୁଖରେ ବିଭିନ୍ନ ଅଣ ବିଜେଡ଼ି ରାଜନୈତିକ ଦଳର ନେତା, ମହିଳା ସଂଗଠନ, ସିଭିଲ ସୋସାଇଟି, ଛାତ୍ର ସଂଗଠନର କର୍ମକର୍ତାମାନେ ଧାରଣା ଦେଇଥିଲେ ।

ଘଟଣାର ସିବିଆଇ ତଦନ୍ତ ଏବଂ ଅନ୍ୟ ଆଠଟି ଦାବି ସରକାର ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି । ଗଣ ସମାଜର କାର୍ଯ୍ୟକ୍ରମ ଉପରେ ଏହାର ସଂଯୋଜକ ରବି ଦାସ ଉପସ୍ଥିତ ଲୋକଙ୍କୁ ବୁଝାଇବା ସହ ପରବର୍ତୀ କାର୍ଯ୍ୟପନ୍ଥା ଗ୍ରହଣ ପାଇଁ ୪ ତାରିଖରେ ଏକ ବୈଠକ ଅନୁଷ୍ଠିତ ହେବ ବୋଲି କହିଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ଗଣ ସମାଜର ପ୍ରଶାନ୍ତ ପଟ୍ଟନାୟକ, କଂଗ୍ରେସର କିଶୋର ଚନ୍ଦ୍ର ପଟେଲ,
ସୁରେଶ ପାଣିଗ୍ରାହୀ, ସିପିଆଇଏମ୍ର ପୁଷ୍ପା ଦାସ, ସିପିଆଇଏମ୍ଏଲ୍ର ରାଧାକାନ୍ତ ସେଠୀ ଏବଂ ମହେନ୍ଦ୍ର ପରିଡ଼ା ପ୍ରମୁଖ ଏହି ଧାରଣାରେ ସାମିଲ ହୋଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ପିପିଲି, ସିବିଆଇ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version