• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପ୍ରଥମ ପର୍ଯ୍ୟାୟ ପ୍ରଚାର ଶେଷ, ଗଣମାଧ୍ୟମ ଉପରେ କଟକଣା

February 9, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଫେବୃୟାରୀ ୧୦(ଓଡ଼ିଶା ଡ଼ଟ୍ କମ୍) ଆସନ୍ତା ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ପାଇଁ ପ୍ରଚାର ଶେଷ ହୋଇଥିବା ବେଳେ ଏନେଇ କଟକଣା ଜାରି କରାଯାଇଛି ।

ରାଜନୈତିକ ଦଳ ସମେତ କୌଣସି ବୈଦ୍ୟୁତିକ ଗଣମାଧ୍ୟମ କିମ୍ବା ମୃଦ୍ରଣ ମାଧ୍ୟମରେ କେହି ପ୍ରଚାର କରିପାରିବେ ନାହିଁ ବୋଲି ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ପର୍ଯ୍ୟାୟରେ ସମସ୍ତ ଜିଲ୍ଲାର ୮୨ଟି ବ୍ଲକ, ୧୯୪ଟି ଜିଲ୍ଲାପରିଷଦ ଜୋନ୍ ଏବଂ ୧୪୫୪ଟି ଗ୍ରାମ ପଞ୍ଚାୟତରେ ଭୋଟ୍ ଗ୍ରହଣ ହେବ ।

ସଂପୃକ୍ତ ଅଞ୍ଚଳ ଗୁଡ଼ିକରେ ଭୋଟ୍ ଗ୍ରହଣ ପାଇଁ ଗୁରୁବାର ସଂଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି । ଏହି ସମୟ ମଧ୍ୟରେ କୌଣସି ପ୍ରଚାର ସଭା କାର୍ଯ୍ୟ, ଶୋଭାଯାତ୍ରା କିମ୍ବା ମାଇକ୍ ଯୋଗେ ପ୍ରଚାର କରାଯାଇପାରିବ ନାହିଁ ।

୧୧ତାରିଖ ସକାଳ ୭ଟାରୁ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ଏହାର ୩୬ ଘଂଟା ପୂର୍ବରୁ ଏହି
କଟକଣା ଜାରି କରାଯାଇଛି । ସେହିପରି ଆସନ୍ତା ୧୩, ୧୫, ୧୭ ଏବଂ ୧୯ ତାରିଖରେ ଚାରୋଟି
ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଗଣମାଧ୍ୟମ, ପଞ୍ଚାୟତ ନିର୍ବାଚନ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version