• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

କ୍ଷେପଣାସ୍ତ୍ର ବିଧ୍ୱଂସୀ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

February 10, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ବାଲେଶ୍ୱର, ଫେବୃୟାରୀ ୧୦(ଓଡ଼ିଶା ଡ଼ଟ୍ କମ୍) ଭଦ୍ରକ ଜିଲ୍ଲା ହ୍ୱିଲରଦ୍ୱୀପ ରୁ ଇନ୍ଟରସେପ୍ଟର
(କ୍ଷେପଣାସ୍ତ୍ର ବିଧ୍ୱଂସୀ କ୍ଷେପଣାସ୍ତ୍ର)ର ଶୁକ୍ରବାର ସଫଳ ପରୀକ୍ଷଣ କରାଯାଇଛି ।

ପ୍ରଥମେ ଚାନ୍ଦିପୁର ସ୍ଥିତ ସମନ୍ୱିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଂଚ ପ୍ୟାଡ଼ରୁ ୧୦ଟା ୧୩ରେ
ମୋବାଇଲ ଲଂଚର ଯୋଗେ ମଧ୍ୟମ ଦ୍ରୁତଗାମୀ କ୍ଷେପଣାସ୍ତ୍ର “ପୃଥ୍ୱୀ’କୁ ଉତକ୍ଷେପଣ କରାଯାଇଥିଲା ଏବଂ
ଏହାର ତିନି ମିନିଟ୍ ପରେ ହ୍ୱିଲର ଦ୍ୱୀପ ରୁ ଇନ୍ଟରସେପ୍ଟରକୁ ଛଡ଼ାଯାଇଥିଲା ।

ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ୭.୫ ମିଟର ଲମ୍ବ ବିଶିଷ୍ଟ ଏହି କ୍ଷେପଣାସ୍ତ୍ର ୧୫ କିମି ଦୂରତାରେ
କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଥିଲା ।

ପୂର୍ବରୁ ୨୦୦୬, ୨୦୦୭, ୨୦୦୯, ୨୦୧୦ ଏବଂ ଶେଷ ଥର ପାଇଁ ଗତ ୨୦୧୧ ମାର୍ଚ୍ଚ ୬ରେ
ଏହାର ସଫଳ ପରୀକ୍ଷଣ କରାଯାଇଥିଲା ।

ଓଡିଶା ଡଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଭଦ୍ରକ ଜିଲ୍ଲା, ହ୍ୱିଲରଦ୍ୱୀପ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version