• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପଂଚାୟତ ନିର୍ବାଚନ ପାଇଁଦ୍ୱିତୀୟ ପର୍ଯ୍ୟାୟ ମତଦାନ

February 12, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଫେବୃୟାରୀ ୧୩(ଓଡ଼ିଶା ଡ଼ଟ୍ କମ୍) ତ୍ରୀସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ସୋମବାରଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି ।

୮୩ଟି ବ୍ଳକ ଅନ୍ତର୍ଗତ ୧୯୭ ଜିଲ୍ଲା ପରିଷଦ ସଭ୍ୟ, ୧୪୭୫ ସରପଂଚ, ୧୪୭୫ ସମିତି ସଭ୍ୟ ଓ
ସମସ୍ତ ୱାର୍ଡ ମେମ୍ବର ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି ।

୨୦ ହଜାର ୪୮୧ଟି ବୁଥ୍ରେ ୫୬ ଲକ୍ଷ ୫୪ହଜାର ୫୬୯ ଜଣ ଭୋଟର୍ ସେମାନଙ୍କର ମତଦାନ
ସାବ୍ୟସ୍ତ କରିବେ । ବୁଥ୍ ଗୁଡ଼ିକରେଦିନ ୧୨ଟାରେ ଭୋଟ୍ ଗ୍ରହଣ ଶେଷ ହେବ ।

ଅତି ସମ୍ବେଦନଶୀଳ ବୁଥ୍ରେ ଅତିରିକ୍ତ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ବେଳେ ମାଓ ପ୍ରବଣ
ଜିଲ୍ଲା ଗୁଡ଼ିକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ସେହିପରି ଆସନ୍ତା ୧୫, ୧୭ ଏବଂ ୧୯ ତାରିଖରେ ଯଥାକ୍ରମେ ତୃତୀୟ, ଚତୁର୍ଥ ଓ ପଂଚମ ପର୍ଯ୍ୟାୟ
ଭୋଟ୍ ଗ୍ରହଣ ହେବ । ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ କାରଣରୁ ମତଡାନରେ ବାଧାପ୍ରାପ୍ତ ହୋଇଥିବା ୫୭ଟି ବୁଥ୍ରେ ସାନି ଭୋଟ୍ ଗ୍ରହଣ ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ପଂଚାୟତ, ପରିଷଦ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version