• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମାର୍ଚ୍ଚ ୧୯ରୁ ୩୧ ମ୍ୟାଟ୍ରିକ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ

February 16, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

କଟକ, ଫେବୃୟାରୀ ୧୭(ଓଡ଼ିଶା ଡ଼ଟ୍ କମ୍) ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରାପରିଚାଳିତ ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧୯ରୁ ୩୧ ପର୍ଯ୍ୟନ୍ତ ହେବାକୁ ଥିବା ବେଳେ ଏନେଇ କାର୍ଯ୍ୟସୂଚୀ ସ୍ଥିର କରାଯାଇଛି ।

୧୯ରୁ ୨୭ ପର୍ଯ୍ୟନ୍ତ କେବଳ ଗୋଟିଏ ସିଟିଂ ସକାଳ ସାତଟାରୁ ଦଶଟା ଏବଂ ୨୮ରୁ ୩୧ ଯାଏଁଦୁଇଟି ସିଟିଂ ସକାଳ ୭.୩୦ରୁ ୮.୪୫ ଏବଂ ଏକ୍ସରେଗୁଲାର ୯.୪୫ରୁ ୧୧ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

୧୯ରେ ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀଙ୍କ ପାଇଁ ମାତୃଭାଷା, ୨୧ରେ ରେଗୁଲାର ଏବଂ
୨୨ରେ ଏକ୍ସ ରେଗୁଲାର ଛାତ୍ରଛାତ୍ରୀଙ୍କ ପାଇଁ ଇଂରାଜୀ, ୨୩ରେ ରେଗୁଲାର ଏବଂ ୨୪ରେ ଏକ୍ସ
ରେଗୁଲାର ପାଇଁ ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ ।

ସେହିପରି ୨୬ରେ ରେଗୁଲାର ଓ ୨୭ରେ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଗଣିତ, ୨୮ରେ ପ୍ରଥମ
ସିଟିଂରେ ରେଗୁଲାର ଓଦ୍ୱିତୀୟ ସିଟିଂରେ ଏକ୍ସ ରେଗୁଲାର ପିଲାଙ୍କ ପାଇଁ ବିଜ୍ଞାନ-୧, ୨୯ରେ
ବିଜ୍ଞାନ-୨, ୩୦ରେ ଭୂଗୋଳ ଅର୍ଥନୀତି ଓ ୩୧ରେ ଇତିହାସ ପରୀକ୍ଷା ଅନୁଷ୍ଠିତ ହେବ ।

ଚଳିତ ବର୍ଷ ଚାରି ଲକ୍ଷରୁ ଉଦ୍ଧ୍ୱର୍ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଥିବା ବେଳେ ଜୁନ୍ ମାସ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ପରିଷଦ, ମ୍ୟାଟ୍ରିକ ପରୀକ୍ଷା

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version