• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

୬୭ ବ୍ଲକରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଗ୍ରହଣ

February 16, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଫେବୃୟାରୀ ୧୭(ଓଡ଼ିଶା ଡ଼ଟ୍ କମ୍) ଶୁକ୍ରବାର ରାଜ୍ୟର ୬୭ଟି ବ୍ଲକରେ ତ୍ରୀସ୍ତରୀୟ ପଂଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି ।

୨୭ଟି ଜିଲ୍ଲାର ଏହି ବ୍ଳକ ଅନ୍ତର୍ଗତ ୧୬୪ଟି ଜିଲ୍ଲାପରିଷଦ ସଭ୍ୟ, ୧୧୫୧ ସରପଂଚ, ୧୧୫୧
ସମିତି ସଭ୍ୟ ଓ ୱାର୍ଡ ମେମ୍ବର ପଦବୀ ପାଇଁ ସକାଳ ୭ଟାରୁ ଭୋଟ ଗ୍ରହଣ କରାଯାଇଛି ।

ଏହି ପର୍ଯ୍ୟାୟରେ ୧୬,୩୬୨ଟି ବୁଥ୍ରେ ୪୬ ଲକ୍ଷ ୪୭ ହଜାର ୧୯୭ ଜଣ ଭୋଟର ସେମାନଙ୍କ
ମତଦାନ ସାବ୍ୟସ୍ତ କରିବେ ।ଦିନ ୧୨ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ ଚାଲିବ ।

ମାଓବାଦୀ ପ୍ରଭାବିତ କାଲିମେଳା, ମାଲକାନାଗିରି, ବୈପାରିଗୁଡା, ସେମିଳିଗୁଡ଼ା, ଲକ୍ଷ୍ମୀପୁର, ଫିରିଙ୍ଗିଆ, ମୋହନା ଓ ଆର.ଉୟଗିରି ପ୍ରଭୃତି ବ୍ଳକରେ ଭୋଟ ଗ୍ରହଣ ହେଉଥିବାରୁ ସଂପୃକ୍ତ ବୁଥ୍ ଗୁଡ଼ିକରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆସନ୍ତା ୧୯ ତାରିଖରେ ପଂଚମ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେବ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଜିଲ୍ଲାପରିଷଦ, ପଂଚାୟତ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version