• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ସହକାରୀ କୃଷି ଅଧିକାରୀ ପଦବୀ ପୂରଣ ପାଇଁ ନିର୍ଦ୍ଦେଶ

March 15, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମାର୍ଚ୍ଚ ୧୫(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟ କୃଷି ବିଭାଗରେ ଖାଲି ପଡ଼ିଥିବା ୩୪୬ଟି ସହକାରୀ କୃଷି ଅଧିକାରୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏସଂକ୍ରାନ୍ତୀୟ ପ୍ରସ୍ତାବକୁ ସେ ଅନୁମୋଦନ କରିବା ସହ ଲୋକସେବା ଆୟୋଗ ଜରିଆରେ ୩୧୧ଟି ପଦବୀ ପୂରଣ ନିମନ୍ତେ ଆବଶ୍ୟକ ପ୍ରକ୍ରିୟା ତୁରନ୍ତ ଆରମ୍ଭ କରିବାକୁ କୃଷି ବିଭାଗକୁ କହିଛନ୍ତି ।

ନିଯୁକ୍ତି ନିୟମ ଅନୁଯାୟୀ ଅନୁମୋଦନ ମିଳିଥିବା ୩୪୬ଟି ପଦବୀ ମଧ୍ୟରୁ ସିଧାସଳଖ ନିଯୁକ୍ତି ଜରିଆରେ ୩୧୧ଟି ଏବଂ ଅବଶିଷ୍ଟ ୩୫ଟି ପଦବୀ ବିଭାଗୀୟ ପଦୋନ୍ନତି ଜରିଆରେ ପୂରଣ କରାଯିବ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: କୃଷି, ମୁଖ୍ୟମନ୍ତ୍ରୀ, ଲୋକସେବା ଆୟୋଗ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version