• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ରାଜ୍ୟସଭା: ଏ.ଭି.ସ୍ୱାମୀଙ୍କ ପ୍ରାର୍ଥୀତ୍ୱକୁ ବିଜେଡ଼ିର ସମର୍ଥନ

March 17, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମାର୍ଚ୍ଚ ୧୮(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟସଭାର ତୃତୀୟ ଆସନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ସମାଜସେବୀ ଏ.ଭି.ସ୍ୱାମୀ ଉଚିତ୍ ବ୍ୟକ୍ତି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ।

ନୂଆପଡ଼ା ଜିଲ୍ଲାର ସ୍ୱାମୀ ଭୂଦାନ ଆନ୍ଦୋଳନରେ ଓଡ଼ିଶା, ମଧ୍ୟପ୍ରଶେ ଓ ମହାରାଷ୍ଟ୍ରରେ ଦୀର୍ଘଦିନ ଧରି କାର୍ଯ୍ୟ କରିଛନ୍ତି । ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ସେ ଘନିଷ୍ଠ ସହଯୋଗୀ ଥିଲେ ।

ବର୍ତମାନ ସେ ରାଜ୍ୟ ଯୋଜନା ବୋର୍ଡ଼ ସଦସ୍ୟ ଅଛନ୍ତି । ତାଙ୍କ ପ୍ରାର୍ଥୀତ୍ୱକୁ ସମର୍ଥନ ଦେବାକୁ ଦଳର କେନ୍ଦ୍ରୀୟ ନେତା ସ୍ପଷ୍ଟ କରିଥିବା ଏନ୍ସିପି ବିଧାୟକ ଅମର ଶତପଥୀ କହିଛନ୍ତି ।

ତେବେ ନିର୍ବାଚନରେ ତୃତୀୟ ପ୍ରାର୍ଥୀଙ୍କୁ ସମର୍ଥନ ନେଇ କେନ୍ଦ୍ରୀୟ ନେତା ସ୍ପଷ୍ଟ କରି ନାହାନ୍ତି ବୋଲି ବିଜେପି ରାଜ୍ୟ ସଭାପତି ଜୁଏଲ ଓରାମ କହିଛନ୍ତି ।

ସୂଚନାଯୋଗ୍ୟ ଯେ ଆବଶ୍ୟକ ସମର୍ଥନ ନଥିବାରୁ ଦଳ ତୃତୀୟ ପ୍ରାର୍ଥୀ ଦେବ ନାହିଁ ବୋଲି ନବୀନ ପୂର୍ବରୁ ଗଣମାଧ୍ୟମକୁ କହିଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର, ରାଜନୀତି Tagged With: ଏ.ଭି.ସ୍ୱାମୀ, ମୁଖ୍ୟମନ୍ତ୍ରୀ, ରାଜ୍ୟସଭା

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version