• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପର୍ଯ୍ୟଟକଙ୍କ ମୁକ୍ତି ପାଇଁ ଛାତ୍ରଛାତ୍ରୀଙ୍କ ନିବେଦନ

March 20, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମାର୍ଚ୍ଚ ୨୦(ଓଡ଼ିଶା ଡ଼ଟ୍ କମ୍) ଅପହୃତ ଦୁଇ ଜଣ ଇଟାଲୀୟ ପର୍ଯ୍ୟଟକଙ୍କ ମୁକ୍ତି ପାଇଁ ଭୁବନେଶ୍ୱର ସ୍ଥିତ କିସ୍ ସ୍କୁଲର ୧୫ହଜାର ଆଦିବାସୀ ଛାତ୍ରଛାତ୍ରୀ ମାଓବାଦୀ ସଂଗଠନ ନିକଟରେ ମଙ୍ଗଳବାର ନିବେଦନ ଜଣାଇଛନ୍ତି ।

କିସ୍ ପରିସରରେ ସମସ୍ତ ଛାତ୍ରଛାତ୍ରୀ ଏକତ୍ରିତ ହୋଇ ହାତରେ ବିଭିନ୍ନ ପ୍ଲାକାର୍ଡ଼ ଧରି ସେମାନଙ୍କ ମୁକ୍ତି ପାଇଁ ଗଣମାଧ୍ୟମ ଜରିଆରେ ଅନୁରୋଧ କରିଛନ୍ତି ।

ଏହି ଦୁଇ ବି ନାଗରିକ ଆମ ରାଜ୍ୟକୁ ଆସିଥିବାରୁ ସେମାନେ ଆମର ଅତିଥି ବୋଲି
ଛାତ୍ରଛାତ୍ରୀମାନେ କହିଛନ୍ତି । ଏହାକୁ ଆଦିବାସୀ ସମାଜ, ରାଜ୍ୟ ତଥା ଜାତୀୟ ସମ୍ମାନ ଭାବି ସେମାନଙ୍କୁ ମୁକ୍ତ କଲେ ବିଦେଶ ରେ ଆମ ସମ୍ମାନ ବଜାୟ ରହିବ, ସେମାନେ କହିଛନ୍ତି ।

ନିକଟରେ କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ସୀମାରୁ ଦ।ରିଙ୍ଗିବାଡ଼ି ପରିଦର୍ଶନରେ ଯାଇଥିବା ଦୁଇ ଇଟାଲୀୟ ନାଗରିକ ଦେବା ସୁକୋ ପାଲାଓ ଓ କ୍ଲାଉଡିଓ କୋଲେଞ୍ଜେଲୋଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ଆଦିବାସୀ ଛାତ୍ରଛାତ୍ରୀ, ଇଟାଲୀୟ ପର୍ଯ୍ୟଟକ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version