• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଗେ।ଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ଚାଉଳ ନଷ୍ଟ

April 14, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ସମ୍ବଲପୁର,ଅପ୍ରେଲ ୧୪(ଓଡ଼ିଶା ଡ଼ଟ୍ କମ୍) ସମ୍ବଲପୁର ଜିଲ୍ଲା ହୀରାକୁ ସ୍ଥିତ ଏଫ୍ସିଆଇ
ଗେ।ଦାମରେ ଶନିବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ଚାଉଳ ନଷ୍ଟ ହୋଇଥିବା ପୋଲିସ କହିଛି ।

ଶନିବାର ଛୁଟି ଯୋଗୁଁ ଗେ।ଦାମ ବନ୍ଦ ଥିଲା । ସକାଳେ ଗେ।ଦାମରେ ନିଆଁ ଲାଗିଥିବା ଦେଖି ସେଠାରେ ନିୟୋଜିତ ସୁରକ୍ଷାକର୍ମୀ ପୋଲିସକୁ ଖବର ଦେଇଥିଲେ । ବିଦ୍ୟୁତ ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରୁଛି ।

ଗେ।ଦାମର ତିନି ଶହ ବସ୍ତା ଚାଉଳ ଓ ଗହମ ପୋଡ଼ି ଯାଇଥିବା ଅନୁମାନ କରାଯାଉଥିବା ବେଳେ କ୍ଷୟକ୍ଷତି ସଂପର୍କରେ ଏଫ୍ସିଆଇ କର୍ତୃପକ୍ଷ କୌଣସି ତଥ୍ୟ ପ୍ରଦାନ କରିନଥିବା ପୋଲିସ କହିଛି ।

ତେବେ ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଂଚି ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କରିଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଅଗ୍ନିକାଣ୍ଡ, ସମ୍ବଲପୁର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version