• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଆଇଏଏସ୍ ଅଦଳବଦଳ, ଅରବିନ୍ଦ ପାଢୀ କେନ୍ଦ୍ରାଞ୍ଚଳ ଆର୍ଡ଼ିସି

May 2, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମଇ ୨(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟ ସରକାର ବୁଧବାର ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଥିବା ବେଳେ ପଞ୍ଚାୟତିରାଜ ବିଭାଗ ସ୍ୱତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଅରବିନ୍ଦ ପାଢୀଙ୍କୁ କେନ୍ଦ୍ରାଞ୍ଚଳ ଆର୍ଡ଼ିସି ଭାବେ ଅବସ୍ଥାପିତ କରିଛନ୍ତି ।

ଏହାସହ ପାଢୀଙ୍କୁ ଅବକାରୀ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଖଣି ଓ ଇସ୍ପାତ ସଚିବ ମନୋଜ ଆହୁଜାଙ୍କୁ ବାଣିଜ୍ୟକର କମିଶନର ଭାବେ ବଦଳି କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଡ଼ି.କେ.ସିଂହଙ୍କୁ ଅବସ୍ଥାପିତ କରାଯାଇଛି ।

ସେହିପରି ଶାଶ୍ୱତ ମିଶ୍ରଙ୍କୁ ଓଡ଼ିଶା ଖଣି ନିଗମର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସହ କ୍ରୀଡ଼ା ବିଭାଗର ସଚିବ ଭାବେ ଏବଂ ପି.କେ.ଜେନା ଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଚିବ ମଧୂସୂନ ପାଢୀଙ୍କୁ ସୂଚନା ଓ ପ୍ରଯୁକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଆଇଏଏସ୍, ପଞ୍ଚାୟତିରାଜ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version